ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ… ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି ଅଛି ନା ଅନ୍ତ, ସେ ସାରା…