ନାଗେଶ୍ୱରୀ ଖଣି ଖନନକୁ ବିରୋଧ କରି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ନାଗେଶ୍ବରୀ ପାହାଡ଼ ଖଣି ଖନନକୁ ବିରୋଧ କରି ମଙ୍ଗଳବାର ମାଳି ସୁରକ୍ଷା ମଞ୍ଚର ଶତାଧିକ ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଅଦାନୀ କମ୍ପାନୀକୁ ଖଣି ଖନନ ପାଇଁ ଦିଆଯିବ ନାହିଁ...