ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍ ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍। ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ...