nagma yusuf

ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍‌

ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍‌।  ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ…

8 months ago