ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….
ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ ବ୍ୟକ୍ତି ଜଣକ ସ୍ଥାନୀୟ ଦେବଳା ଗ୍ରାମର ଭିକାରୀ ଦାଶ ବୋଲି ଜଣାଯାଇଛି ।…

