ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି…