ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ… ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…