ବଦଳିଲା ପ୍ରସିଦ୍ଧ ବାଲିଯାତ୍ରା ନାଁ କଟକ,୧୨।୯: ବଦଳିଗଲା ୧୦୦୦ ବର୍ଷର ଐତିହାସିକ ସହରର ଭିନ୍ନ ପରିଚୟ ବାଲିଯାତ୍ରାର ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାର ନାଁକୁ ଚଳିତ ବର୍ଷ ବଦଳାଇ ଦିଆଯାଇଛି। ଏଥର କଟକ ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’। ଜିଲାପାଳଙ୍କ…