‘ନାନା ପାଟେକର ଜୀବିତ ଅଛନ୍ତି, କେହି ମୃତଦେହ ଦେଖିନାହାନ୍ତି!’ DNA ଟେଷ୍ଟ ଦାବି କଲେ… ବଲିଉଡରେ ହଇଚଇ
ମୁମ୍ବାଇ: ବଲିଉଡର ଦିଗ୍ଗଜ ଅଭିନେତା ନାନା ପାଟେକରଙ୍କ ମୃତ୍ୟୁକୁ ନେଇ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ଦାବି କରିଛନ୍ତି ଯେ ନାନା ପାଟେକର ଜୀବିତ ଅଛନ୍ତି। ଏଥିସହ ତାଙ୍କ ମୃତଦେହକୁ କେହି ଦେଖିନଥିବା ନେଇ ମଧ୍ୟ ସେ…
‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…
ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ ମୃତ୍ୟୁ ମାମଲା ରୁଜୁ କରିଥିଲା। ତେବେ, ପରିବାରବର୍ଗଙ୍କ ବୟାନ ଏବଂ ମୃତଦେହ ବ୍ୟବଚ୍ଛେଦ…
ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’
ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି ମଧ୍ୟ ବେଶ ଚର୍ଚ୍ଚା ସୃଷ୍ଟି କରିଥିଲା। ଯଦିଓ ଏହି ଶୋ’ ବେଶ ଲୋକପ୍ରିୟତା…
ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ
ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍ଷ୍ଟାଗ୍ରାମ ଷ୍ଟୋରିରେ ‘ବୁରାଇ ଖତମ ହୋ ଗଇ’ ବୋଲି ଲେଖିଥିବା ପୋଷ୍ଟକୁ ନେଇ ଅନେକ…
Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…
ମୁମ୍ୱାଇ: ବଲିଉଡର ଦିଗ୍ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି ଚର୍ଚ୍ଚିତ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଥିଲା। ସେହିପରି ସେ ଜଣେ ଲୋକପ୍ରିୟ ଅଭିନେତ୍ରୀଙ୍କ…
୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?
ମୁମ୍ୱାଇ: ଦିଗ୍ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ) କାରଣରୁ ଅଭିନେତାଙ୍କ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ଖବର ପ୍ରଶଂସକଙ୍କ ସହିତ ସିନେମା…
ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା
ମୁମ୍ବାଇ,୮ା୧୦: ବଲିଉଡ୍ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪ ଦିନ ପୂର୍ବରୁ ଗୋଆର ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେଇଥିଲେ। ସେଠାରେ ସ୍ଥାନୀୟ…
ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ
ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥାନ୍ତି; ନାନା ପାଟେକର ହେଉଛନ୍ତି ସେହିପରି ଜଣେ କଳାକାର। ଏକ ଦମଦାର୍ ସ୍ବର,…
ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ ନିଜ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତର ଶିକାର ହେବା ପରେ…
ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…
ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍ କହିବା ଶୈଳୀରେ ବେଶ୍ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ପୂର୍ବରୁ ସେ ତାଙ୍କ ବନ୍ଧୁଙ୍କୁ ଏକ ଏସ୍ଏମ୍ଏସ୍…
ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’
ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର ଭାବନା, ଅନନ୍ୟତା ଏବଂ ପ୍ରଭାବଶାଳୀ ଉପସ୍ଥିତି ବହୁତ କମ ଅଭିନେତାଙ୍କ ପାଖରେ ଦେଖିବାକୁ…
ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା
ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ ନୁହେଁ, ବରଂ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ନିଜର ସ୍ପଷ୍ଟ ମତାମତ ରଖିବା…

