୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ
ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର…
ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ
ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ ତାଙ୍କୁ ବଞ୍ଚାଯାଇପାରିଲା ନାହିଁ। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…
ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…
ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର କହିଛନ୍ତି ଯେ,…
ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’
ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ…
‘ଦେଶରେ ଭାଜପା ବ୍ୟତୀତ କୌଣସି ବିକଳ୍ପ ନାହିଁ, ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ’
ବମ୍ବେ: ଭାରତୀୟ ସିନେମାର ଲୋକପ୍ରିୟ କଳାକାରଙ୍କ ମଧ୍ୟରୁ ନାନା ପାଟେକର ଜଣେ। ଫିଲ୍ମ ହେଉ ଅବା କୌଣସି ରାଜନୈତିକ ପ୍ରସଙ୍ଗ ସର୍ବଦା ନିଜର ନିର୍ଭିକ ବୟାନକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ। ଏବେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ…
‘ଚାପୁଡ଼ା ମାରିନାହାନ୍ତି ନାନା, କରୁଥିଲେ ଶୁଟିଂ’
ବମ୍ବେ: ବଲିଉଡ ଅଭିନେତା ନାନା ପାଟେକର ନିଜର ଦମ୍ଦାର ଅଭିନୟ ଲାଗି ରହିଥାନ୍ତି ଚର୍ଚ୍ଚାରେ। ହେଲେ ଏବେ ଏକ ଭିଡିଓ ଯୋଗୁ ତାଙ୍କ ବ୍ୟକ୍ତିତ୍ୱ ଉପରେ ପ୍ରଶ୍ନ ଉଠାଯାଉଛି। ଦର୍ଶକଙ୍କ ଲାଗି ଅଭିନେତାଟିଏ ସଫଳ ହୋଇଥାଏ, ହେଲେ ନାନା ଫଟୋ ଉଠାଇବାକୁ…

