ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ
ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ...
ମେଶିନରୁ ବାହାରିଲାନି ଟିକେଟ, ନନ୍ଦନକାନନରେ ପର୍ଯ୍ୟଟକ ହନ୍ତସନ୍ତ
ବାରଙ୍ଗ,୧।୧୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମେଶିନରୁ ବାହାରିଲାନି ଟିକେଟ। ଫଳରେ ଦୀର୍ଘ ସମୟ ଧାଡ଼ିରେ ଛିଡ଼ାହୋଇ ପର୍ଯ୍ୟଟକମାନେ ହନ୍ତସନ୍ତ ହୋଇଥିବା ଜଣାପଡିଛି। ନନ୍ଦନକାନନର ସର୍ଭର ଡାଉନ ରହିଥିଲା ଯାହାଫଳରେ ସକାଳ ପ୍ରାୟ ୮.୧୦ରୁ ୧୦.୧୫ ପର୍ଯ୍ୟନ୍ତ ଏଭଳି ଟିକେଟ...
ନନ୍ଦନକାନନରେ ସନ୍ତାନ ପ୍ରସବ କଲା ଗୟଳ, ୭ରେ ପହଞ୍ଚିଲା ସଂଖ୍ୟା
ବାରଙ୍ଗ,୧୦ା୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’...
ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ
ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ...
ନନ୍ଦନକାନନରେ କମିଲା ବାଘ ସଂଖ୍ୟା: ଆଖି ବୁଜିଲା ରୂପା-କୃଷ୍ଣାଙ୍କ ଗର୍ଭରୁ ଜନ୍ମିତ ଧଳା ଶାବକ
ଭୁବନେଶ୍ୱର,୨ା୬: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ଗତ ବର୍ଷ ନଭେମ୍ବର ୨ରେ ମେଲାନିଷ୍ଟିକ ବାଘ କୃଷ୍ଣା ଏବଂ ଧଳା ବାଘ ରୂପାଙ୍କ ଗର୍ଭରେ ଜନ୍ମ ହୋଇଥିବା ତିନୋଟି ମଧ୍ୟରୁ ଏହି ଛୁଆଟି...
ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା
ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ...
Archives


