Tag Archives: Nandankanan

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ ମାୟା ଦୁଇଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକଟି ଆଜି ଭୋର୍‌ ୨ଟା…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ ଫଟୋ ଯାହାର ପ୍ରମାଣ ଦେଉଛି। ଯେଉଁଠି ଏକ ବାଘ ନିରୀହ ହରିଣକୁ ଖିନ୍‌ଭିନ୍‌…

ନନ୍ଦନକାନନ ନୂଆ ନିର୍ଦ୍ଦେଶକ ହେଲେ IFS  ସନତ କୁମାର ଏନ

ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ । ତେବେ ନିର୍ଦ୍ଦେଶକ ଥିବା ମନୋଜ ଭି. ନାୟରଙ୍କୁ SPCB ମେମ୍ବର ସେକ୍ରେଟାରୀ ଦାୟିତ୍ୱ…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କର୍ତ୍ତୃପକ୍ଷ କୁମ୍ଭୀରଙ୍କ ପୋଷ୍ଟମର୍ଟମ କରିଛନ୍ତି…

ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର,୨୨ା୧: ଆସନ୍ତା ସୋମବାର ଜାନୁଆରୀ ୨୬ରେ ନନ୍ଦନକାନନ ଚିଡ଼ିଆଖାନା ଖୋଲା ରହିବ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଏହା ମଙ୍ଗଳବାର…

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ ମୋଟ୍‌…

ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍‌ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ ଅତିଥିମାନେ…

ମେଶିନରୁ ବାହାରିଲାନି ଟିକେଟ, ନନ୍ଦନକାନନରେ ପର୍ଯ୍ୟଟକ ହନ୍ତସନ୍ତ

ବାରଙ୍ଗ,୧।୧୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମେଶିନରୁ ବାହାରିଲାନି ଟିକେଟ। ଫଳରେ ଦୀର୍ଘ ସମୟ ଧାଡ଼ିରେ ଛିଡ଼ାହୋଇ ପର୍ଯ୍ୟଟକମାନେ ହନ୍ତସନ୍ତ ହୋଇଥିବା ଜଣାପଡିଛି। ନନ୍ଦନକାନନର ସର୍ଭର ଡାଉନ ରହିଥିଲା ଯାହାଫଳରେ ସକାଳ ପ୍ରାୟ ୮.୧୦ରୁ ୧୦.୧୫ ପର୍ଯ୍ୟନ୍ତ ଏଭଳି ଟିକେଟ କରିବାେରେ…

ନନ୍ଦନକାନନରେ ସନ୍ତାନ ପ୍ରସବ କଲା ଗୟଳ, ୭ରେ ପହଞ୍ଚିଲା ସଂଖ୍ୟା

ବାରଙ୍ଗ,୧୦ା୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ…

ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ

ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍‌କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି।…

ନନ୍ଦନକାନନରେ କମିଲା ବାଘ ସଂଖ୍ୟା: ଆଖି ବୁଜିଲା ରୂପା-କୃଷ୍ଣାଙ୍କ ଗର୍ଭରୁ ଜନ୍ମିତ ଧଳା ଶାବକ

ଭୁବନେଶ୍ୱର,୨ା୬: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ଗତ ବର୍ଷ ନଭେମ୍ବର ୨ରେ ମେଲାନିଷ୍ଟିକ ବାଘ କୃଷ୍ଣା ଏବଂ ଧଳା ବାଘ ରୂପାଙ୍କ ଗର୍ଭରେ ଜନ୍ମ ହୋଇଥିବା ତିନୋଟି ମଧ୍ୟରୁ ଏହି ଛୁଆଟି ଗୋଟିଏ।…

ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା

ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?