ରଥଟଣା ବିଳମ୍ବକୁ ନେଇ ଉଦ୍ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ...
କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା
ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା।...


