ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍ ଲଢେଇ
କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ ରଥ ହେଉଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏ ଚନ୍ଦ୍ରନାଥ ରଥଙ୍କ…
ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି
କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ…
ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍ରେ ଅଛନ୍ତି…
କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଉଭୟରେ ବିଜୟୀ ହୋଇଛନ୍ତି। ସେ ଭବାନୀପୁରରେ ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀ…

