Tag Archives: nandini satpathy

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ବିଜୁ ଜନତା ଦଳ ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ, ଓ୍ବି ଫର୍‌ ଭୁବନେଶ୍ୱର,…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର,୯।୬: ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ସେ ଥିଲେ ଜଣେ ଅପ୍ରତିଦ୍ୱନ୍ଦୀ ଜନନାୟିକା। ଓଡ଼ିଶାର ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ…

ଅନନ୍ୟା ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ…

ମାନବ ବ୍ୟଥାର ଚିରପୂଜାରିଣୀ

ନନ୍ଦିନୀ ଶତପଥୀଙ୍କ ଜନ୍ମ ୯ ଜୁନ୍‌ ୧୯୩୧ରେ। ୯୪ ବର୍ଷ ତଳର କଥା । ବାପା ପଦ୍ମଭୂଷଣ କାଳିନ୍ଦୀଚରଣ ପାଣିଗ୍ରାହୀ ଯେଉଁଦିନ ତାଙ୍କର କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ର ଲେଖା ସାରିଥିଲେ, ସେହିଦିନ ପୃଥିବୀର ମାଟି ଛୁଇଁଥିଲେ ନନ୍ଦିନୀ। ଅକ୍ଷର-ଯଜ୍ଞ ଭିତରୁ…

ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ

ଓଡିଶାର ସର୍ବପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ । ଆଜି ସେହି ସ୍ପଷ୍ଟବାଦିତା ନିର୍ଭୀକା ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ । ଆଜିର ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଥିବା ନନ୍ଦିନୀ ଦେବୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?