ଶପଥ ଉତ୍ସବ ସାକ୍ଷୀ ହେଲେ ୮ ହଜାର ଅତିଥି
ନୂଆଦିଲ୍ଲୀ,୧୦।୬: ବରିଷ୍ଠ ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ ଉତ୍ସବରେ ୮,୦୦୦ରୁ ଊର୍ଦ୍ଧ୍ୱ ଅତିଥି ଉପସ୍ଥିତ ରହିଥିଲେ। ସେମାନଙ୍କ ମଧ୍ୟରେ ଥିଲେ...