Tag Archives: narendra modi

‘୫୬ ଇଞ୍ଚ ଛାତିରେ ସାହସ ନାହିଁ’, ଖୋଲା ବିତର୍କ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ

ନୂଆଦିଲ୍ଲୀ,୧୬।୫: ନିକଟରେ ଏକ ଚିଠିରେ ଦୁଇଜଣ ପୂର୍ବତନ ବିଚାରପତି ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବସାଧାରଣରେ ବିତର୍କ କରିବାକୁ କହିଥିଲେ। ଯାହା ଉପରେ ପ୍ରତିକ୍ରିୟା ଦେଇ ରାହୁଲ ଗାନ୍ଧୀ ଏଥିପାଇଁ ପ୍ରସ୍ତୁତ ଥିବା କହିଥିଲେ। ଯଦି ପ୍ରଧାନମନ୍ତ୍ରୀ ପ୍ରସ୍ତୁତ ଅଛନ୍ତି…

ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୨।୫: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଗସ୍ତ ସମୟରେ ସେ ପୁରୀରେ ରୋଡ୍‌ ଶୋ କରିବେ। ଏହାସହିତ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର…

ତୁମେ କ’ଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ? ମୋଦିଙ୍କ ସହିତ ବିତର୍କ ପ୍ରସ୍ତାବକୁ ନେଇ ରାହୁଲଙ୍କୁ କଟାକ୍ଷ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୨ା୫: ବିଭିନ୍ନ ନିର୍ବାଚନୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିତର୍କ କରିବାକୁ ନିମନ୍ତ୍ରଣ ଗ୍ରହଣ କରିବା ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏକ ଜବାବ ଦେଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ରାହୁଲ…

ଖୋଲା ବିତର୍କ ପାଇଁ ମୁଁ ପ୍ରସ୍ତୁତ, ମୋଦି ରାଜି ତ: ରାହୁଲ

ନୂଆଦିଲ୍ଲୀ,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୋଲା ବିତର୍କ ଆହ୍ବାନକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଗ୍ରହଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ ହେବାକୁ ପ୍ରସ୍ତୁତ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ପୂର୍ବତନ ବିଚାରପତି ମଦନ ବି…

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର…

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା ବେଳେ…

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି” ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଏହାପୂର୍ବରୁ ସୋମବାର ବ୍ରହ୍ମପୁରରେ…

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ…

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିଥିଲେ। ସୋମବାର ସକାଳୁ ସକାଳୁ ପ୍ରଧାନମନ୍ତ୍ରୀ ଜଳଖିଆରେ ଓଡ଼ିଶା ପ୍ରସିଦ୍ଧ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଶନିବାରଠାରୁ ୬ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କଟକଣା ଲାଗୁ…

କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri