Tag Archives: narendra modi

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ…

ମୋଦି ବିଶ୍ୱର ସବୁଠୁ ବଡ ଅଭିନେତା: ପ୍ରିୟଙ୍କା

ଲକ୍ଷ୍ନୌ, ୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ ଚାଲିଛି। ଏହି କ୍ରମରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଉତ୍ତର…

‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’

ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବାଲେ। ସେ କହିଛନ୍ତି, ମୋଦି ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଟିପ୍ପଣୀ କରୁଛନ୍ତି ମାୟାବତୀ,…

ଆଜିର ଦିନରେ ଦେଶରେ ଆରମ୍ଭ ହୋଇଥିଲା ମୋଦି ଲହର

ନୂଆଦିଲ୍ଲୀ, ୧୬।୫: ଆଜକୁ ପ୍ରାୟ ଠିକ୍‌ ପାଞ୍ଚ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୪ ମେ ୧୬ ଦିନ ବିରୋଧୀଙ୍କୁ ଚିତ୍‌ କରି ଭାଜପା ଏକତରଫା ବିଜୟ ହାସଲ କରିଥିଲା। ଏହି ଦିନ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ହେବ…

ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍‌: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି

ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ ସୃଷ୍ଟି…

ଥାନା ବାହାରେ ୪ଘଣ୍ଟା ଧାରଣାରେ ବସିଲେ ମୋଦିଙ୍କ ଭାଇ

ଜୟପୁର, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଥାନା ଆଗରେ ପାଖାପାଖି ୪ଘଣ୍ଟା ଧାରଣାରେ ବସିଛନ୍ତି। ପୋଲିସ ସୁରକ୍ଷା ଯୋଗାଇ ନ ଦିଆଯିବାରୁ ଅଭିମାନ କରି ପ୍ରହ୍ଲାଦ ଜୟପୁର ଥାନା ବାହାରେ ଧାରଣାରେ ବସିଥିଲେ। ସୂନଚାଯୋଗ୍ୟ, ପ୍ରହ୍ଲାଦ ମୋଦି…

ଖେଚୁଡି ପ୍ରସ୍ତୁତିଠାରୁ ଆରମ୍ଭ କରି ରୁଟି ବେଲି ପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୫।୫: ଲୋକସଭା ନିର୍ବାଚନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି। ଏଥିରେ ମୋଦିଙ୍କୁ କ’ଣ ଖାଇବାକୁ ପସନ୍ଦ ଲାଗେ ବୋଲି ପଚରାଯାଇଥିଲା। ଏହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri