ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ
କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା…
ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି
ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର ଆଇନମନ୍ତ୍ରୀ…
ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ ଭାରତର…
‘ମହା ବିକାଶ ଅଘାଡ଼ି’ ଗାଡିର ଡ୍ରାଇଭର ସିଟ୍ ପାଇଁ ଝଗଡ଼ା: ମହାରାଷ୍ଟ୍ରରେ ବିରୋଧୀଙ୍କୁ ମୋଦିଙ୍କ କଟାକ୍ଷ
ମୁମ୍ବାଇ, ୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ଗୋଟିଏ ମାସରୁ କମ୍ ସମୟ ଥିବା ବେଳେ ସରକାରୀ ଓ ବିରୋଧୀ ଜୋରଦାର ପ୍ରଚାର କରୁଛନ୍ତି। ଉଭୟଙ୍କ ପକ୍ଷରୁ ବୟାନବାଜି ଜାରି ରହିଛି। ଏହାରି ମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କୁ…
ଟ୍ରମ୍ପଙ୍କ ବିଜୟରେ ଖୁସି ହେଉଛନ୍ତି ଭାରତୀୟ, ସେପଟେ ଦୁର୍ବଳ ହୋଇଗଲାଣି ଟଙ୍କା
ନୂଆଦିଲ୍ଲୀ,୭ା୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ର ହସ୍ତକ୍ଷେପ ପରେ ମଧ୍ୟ ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ସର୍ବକାଳୀନ ସର୍ବାଧିକ ଦୁର୍ବଳ ହୋଇଛି। ବୁଧବାର ଭାରତୀୟ ଶେୟାର ବଜାର କାରବାର ବନ୍ଦ କରିବା ବେଳକୁ ପ୍ରତି ଡଲାର ତୁଳନାରେ ୮୪,୨୮ ଟଙ୍କା…
ଶପଥ ନେଲା ପରେ ପ୍ରଥମ ନିଷ୍ପତ୍ତିରେ ଭାରତକୁ ଝଟକା ଦେଇ ପାରନ୍ତି ଟ୍ରମ୍ପ
ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ବ୍ୟବସାୟୀମାନଙ୍କୁ ଏଣିକି ଅଧିକ କଷ୍ଟମ ଡ୍ୟୁଟି ଦେବାକୁ ପଡିପାରେ। ବିଶେଷ କରି ଅଟୋମୋବାଇଲ୍ସ, ଟେକ୍ସଟାଇଲ ଏବଂ ଔଷଧ ଆଦି ଉପରେ ଅଧିକ କର ଦେବାକୁ ପଡିବ। କାରଣ…
ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା
ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର ହୋଇଥିବା ବେଳେ ଦୁଇଜଣଙ୍କ ମଧ୍ୟରେ କୌଣସି ପ୍ରକାର ମାମଲା ସମ୍ପର୍କରେ…
୫ ବର୍ଷ ପରେ ମୋଦି-ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ପ୍ରଥମ ଆଲୋଚନା
କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା…
ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…
ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ବାର୍ତ୍ତାରେ ସେ ଇଟାଲୀ ଏବଂ ଭାରତ ମଧ୍ୟରେ ବୃଦ୍ଧ ତଥା ବଢୁଥିବା…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି
ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି…
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍ କଟକଣା
ଭୁବନେଶ୍ୱର,୧୬ା୯(ସତ୍ୟଜିତ୍ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ ଜନସମାଗମ ହେବାର ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସୋମବାର…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ମିଳିବ ‘ଆୟୁଷ୍ମାନ ଯୋଜନା’ ଲାଭ
ନୂଆଦିଲ୍ଲୀ, ୧୧।୯: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ୭୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବୃଦ୍ଧଙ୍କୁ ‘ଆୟୁଷ୍ମାନ ଯୋଜନା’ରେ ଅନ୍ତର୍ଭୁକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ…
Archives


