Tag Archives: narendra modi

‘ମନ୍ କୀ ବାତ’କାର୍ଯ୍ୟକ୍ରମ ହୋହଲ୍ଲା କରି ସାରଦାଙ୍କୁ ମାରିଥିଲେ ଧକ୍କା: ଏବେ ଭାଜପା କଲା….

ଭୁବନେଶ୍ୱର,୧।୯: ଭୁବନେଶ୍ୱର ନିକଟ ବାଳକାଟୀରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣାରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୫ ଭାଜପା କର୍ମକର୍ତ୍ତାଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ…

ମୋଦିଙ୍କ ସହିତ ଫୋନରେ କଥା ହେଲେ ବାଇଡେନ, କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୬ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଫୋନ୍ ଯୋଗେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ କଥା ହୋଇଛନ୍ତି। ବାଇଡେନ ତାଙ୍କ ପକ୍ଷରୁ ଫୋନ୍ କରି ପ୍ରଧାନମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ…

୧୭ରେ ଓଡ଼ିଶା ଆସିବେ ମୋଦି: ତାଙ୍କ ହାତରେ ହେବ ସୁଭଦ୍ରା ଶୁଭାରମ୍ଭ

ଭୁବନେଶ୍ୱର,୨୫।୮: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ…

ମୋଦିଙ୍କୁ ଦେଖି ଭାବବିହ୍ଵଳ ହେଲେ ୟୁକ୍ରେନ ରାଷ୍ଟ୍ରପତି: ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ପୋଲାଣ୍ଡରୁ ସିଧା ଟ୍ରେନ୍ ଯୋଗେ ସେ କିଭରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ସମ୍ପ୍ରଦାୟର ଲୋକମାନେ ସ୍ୱାଗତ କରିଥିଲେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ…

ଆଜି ନିର୍ବାଚନ ହେଲେ ବଢ଼ିଯିବ କଂଗ୍ରେସ ଆସନ; ଜାଣନ୍ତୁ କେଉଁଠି ପହଞ୍ଚିଲା ଭାଜପା

ନୂଆଦିଲ୍ଲୀ,୨୨ା୮: ଦେଶରେ ସାଧାରଣ ନିର୍ବାଚନ ସରିବାର ଦୁଇ ମାସ ପରେ ଜାତୀୟ ଗଣମାଧ୍ୟମ ସଂସ୍ଥା ଆଜ୍ ତକ୍ ପକ୍ଷରୁ କରାଯାଇଥିବା ‘ମୁଡ ଅଫ ଦି ନେଶନ’ ସର୍ଭ ଅନୁଯାୟୀ କେଉଁ ଦଳ କେତେ ଭୋଟ ପାଇବ ସେ ନେଇ ନୂଆ ତଥ୍ୟ…

ବଳାତ୍କାର ବିରୋଧୀ ଆଇନ୍ କଠୋର କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ମମତାଙ୍କ ଚିଠି

କୋଲକାତା,୨୨ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ବଳାତ୍କାର ମାମଲାରେ କଠୋର ଆଇନ କରିବାକୁ ଅପିଲ କରିଛନ୍ତି। କୋଲକାତାର ଏକ ସରକାରୀ ଡାକ୍ତରଖାନାରେ ଟ୍ରେନିଂ ଡାକ୍ତରଙ୍କ ଭୟଙ୍କର ବଳାତ୍କାର ଓ ହତ୍ୟାକୁ ନେଇ ଜନସାଧାରଣଙ୍କ…

ପାକିସ୍ତାନ ପ୍ରେମିକଙ୍କ ପ୍ରେମରେ ଭାରତୀୟ ଯୁବତୀ: ପ୍ରେମିକଙ୍କ ସହ ମିଶି ପ୍ରଧାନମନ୍ତ୍ରୀଙ୍କୁ କଲେ ଅପମାନ, ଶେଷରେ ହଟହଟ୍ଟାରେ…

ଦିଲ୍ଲୀ,୧୪।୮: ଦେଶ ବିରୋଧରେ ଅପମାନଜନକ ମନ୍ତବ୍ୟ ପଡ଼ିଲା ମହଙ୍ଗା। ଅଧ ରାତିରେ ହଟହଟ୍ଟା ହେଲେ ପ୍ରେମୀଯୁଗଳ। ଏଭଳି ଘଟଣା ଘଟିଛି ରାଜଧାନୀ ଦିଲ୍ଲୀର ରାଜରାସ୍ତାରେ। ସବୁଠାରୁ ବଡ଼ କଥା ହେଲା ଭାରତକୁ ଆସି ଭାରତ ବିରୋଧରେ କହୁଥିଲେ ପାକିସ୍ତାନ ଯୁବକ ।…

ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ…

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ…

ମାଗଣା ବିଜୁଳିକୁ ନେଇ ବଡ଼ ବୟାନ ଦେଲେ ଅର୍ଥମନ୍ତ୍ରୀ: କହିଲେ…

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ…

”ଆମକୁ ହାଲୁକାରେ ନିଅ ନାହିଁ”, ମୋଦି-ପୁଟିନ ଭେଟଘାଟ ପରେ ରାଗରେ ନିଆଁବାଣ ଆମେରିକା

ନୂଆଦିଲ୍ଲୀ,୧୨ା୭: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟୀ ଗୁରୁବାର କହିଛନ୍ତି ଯେ ଭାରତ-ଆମେରିକା ସମ୍ପର୍କ ପୂର୍ବ ଅପେକ୍ଷା ଅଧିକ ବ୍ୟାପକ ଏବଂ ଗଭୀର, କିନ୍ତୁ ଏହା ଏତେ ଗଭୀର ନୁହେଁ ଯେ ”ହାଲୁକାରେ ନେଇଯିବେ”। ଦିଲ୍ଲୀରେ ଏକ ପ୍ରତିରକ୍ଷା କନକ୍ଲେଭକୁ ସମ୍ବୋଧିତ…

ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଥିଲେ ବୋଲି କହିଛନ୍ତି ରାହୁଲ ଗାନ୍ଧୀ। କିନ୍ତୁ ଭାଜପାର ସର୍ଭେ ଟିମ୍ ପରାମର୍ଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri