ସବୁଠୁ ସଂକୀର୍ଣ୍ଣ ନଦୀ ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି. ମି.…