କେପ୍ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍ ସ୍ପେସ୍ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…