Tag Archives: nasa

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ ପୃଥିବୀକୁ ପ୍ରଦକ୍ଷିଣ କରୁଥିବା ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ (ଆଇ.ଏସ୍‌. ଏସ୍‌.) କୁ ଯାତ୍ରା କରିଥିଲେ।…

ନାସା ଆଣିଲା ଜବରଦସ୍ତ ଅଫର୍‌:ଟଏଲେଟ୍‌ ସଫା କଲେ ମିଳିବ ୨୫ କୋଟି ଟଙ୍କା

ଓ୍ବାଶିଂଟନ,୧୪।୪:ନାସା ସାରା ବିଶ୍ୱର ସୃଜନଶୀଳ ଲୋକଙ୍କ ପାଇଁ ଏକ ବିଶେଷ ଚ୍ୟାଲେଞ୍ଜ ଉପସ୍ଥାପନ କରିଛି। ଏହି ଚ୍ୟାଲେଞ୍ଜର ଲକ୍ଷ୍ୟ ହେଉଛି ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ କରିବା ଯାହା ମହାକାଶରେ ମାନବ ମଳ ଏବଂ ମୂତ୍ରକୁ ରି-ସାଇକେଲ୍‌ ବା ପୁନଃଚକ୍ରିତ କରିବାରେ ସାହାଯ୍ୟ…

ସୁନୀତା ୱିଲିୟମ୍ସ ଅବତରଣବେଳେ ସମୁଦ୍ରରେ ଦେଖାଗଲା ଅଜବ ଦୃଶ୍ୟ: ଭାଇରାଲ ହେଉଛି ଭିଡିଓ

ଫ୍ଲୋରିଡା,୧୯।୩: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ତାଙ୍କ ସହଯୋଗୀ ବୁଚ ୱିଲମୋର ୯ ମାସ ମହାକାଶରେ ରହିବା ପରେ ସୁରକ୍ଷିତ ଭାବେ ପୃଥିବୀକୁ ଫେରିଛନ୍ତି। ସ୍ପେସ୍‌ ଏକ୍ସ’ର ଡ୍ରାଗନ କ୍ୟାପ୍‌ସୁଲରେ ସୁନୀତା ଓ ବୁଚ୍‌ଙ୍କ ସହ ‘କ୍ରିଉ ୯’…

ପୃଥିବୀକୁ ଫେରି ପ୍ରଥମଥର ଏମିତି ପ୍ରତିକ୍ରିୟା ଦେଲେ ସୁନୀତା ୱିଲିୟମ୍ସ: ଭିଡିଓ ଦେଖିଲେ କହିବେ ବାଃ ବାଃ

ଫ୍ଲୋରିଡା,୧୯।୩: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ୨୮୬ ଦିନ ପରେ ପୃଥିବୀକୁ ଫେରିଛନ୍ତି। ମହାକାଶ ଏଜେନ୍ସି ନାସାର ବୈଜ୍ଞାନିକଙ୍କ ଅନୁଯାୟୀ, ସୁନିତା ଏବଂ ବୁରି ୱିଲମୋରଙ୍କୁ ନେଇ ଫେରୁଥିବା ମହାକାଶଯାନ ବୁଧବାର ସକାଳ ୩.୨୭ରେ ଆମେରିକାର ଫ୍ଲୋରିଡାର ସମୁଦ୍ରତଟରେ…

Sunita Williams Return Video: ସୁରକ୍ଷିତ ଭାବେ ପୃଥିବୀକୁ ଫେରିଲେ ସୁନୀତା ୱିଲିୟମ୍ସ: ଫ୍ଲୋରିଡା ଉପକୂଳରେ କଲେ ଅବତରଣ, ଦେଖନ୍ତୁ ଭିଡିଓ

ଫ୍ଲୋରିଡା,୧୯।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲ୍‌ମୋର ୯ ମାସ ପରେ ଶେଷରେ ପୃଥିବୀକୁ ଫେରିଛନ୍ତି। ଉଭୟ ମହାକାଶଚାରୀ ବୁଧବାର ଭାରତୀୟ ସମୟ ସକାଳ ସାଢ଼େ ୩ଟାରେ ସୁରକ୍ଷିତ ଭାବେ ଫ୍ଲୋରିଡା ଉପକୂଳରେ ଅବତରଣ କରିଥିଲେ।…

Sunita Williams Return: ସୁନୀତା ୱିଲିୟମ୍ସଙ୍କ ପୃଥିବୀକୁ ଫେରିବାର ଲାଇଭ ଷ୍ଟ୍ରିମିଂ କେବେ ଏବଂ କେଉଁଠି ଦେଖିପାରିବେ; ଜାଣନ୍ତୁ

ଓ୍ବାଶିଂଟନ୍‌,୧୮।୩: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ମହାକାଶରେ ୯ ମାସ ବିତାଇବା ପରେ ଶେଷରେ ପୃଥିବୀକୁ ଫେରିବାକୁ ଯାଉଛନ୍ତି। ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର କ୍ରୁ-୯ ସଦସ୍ୟ ମହାକାଶଚାରୀ ନିକ ହେଗ…

ମହାକାଶରେ SEX କରିପାରିବେ ମହାକାଶଚାରୀ? ନାସାର ବଡ଼ ଖୁଲାସା

ନୂଆଦିଲ୍ଲୀ,୧୪।୧: ଶତାବ୍ଦୀ ଶତାଦ୍ଦୀ ଧରି, ମଣିଷ ମହାକାଶ ପ୍ରତି ଆକର୍ଷିତ ହୋଇଆସିଛି, ଏବଂ ଏହାକୁ ଅନୁସନ୍ଧାନ କରିବାର ଏହି କୌତୁହଳ ମାନବଜାତିକୁ ମହାକାଶଯାନ ଏବଂ ଦୂରବୀକ୍ଷଣ ନିର୍ମାଣ କରିବାକୁ ପ୍ରେରଣା ଦେଇଛି। ଯେବେଠାରୁ ଆମେ ବ୍ରହ୍ମାଣ୍ଡକୁ ଅନୁସନ୍ଧାନ କରିବା ଆରମ୍ଭ କରିଛୁ,…

ମହାକାଶରେ ଥାଇ ମା’ଙ୍କ ସହ କଥା ହେଲେ ସୁନୀତା ଓ୍ବିଲିୟମ୍ସ, ଦେଲେ ଏହି ବଡ଼ ସୂଚନା, କହିଲେ ତୁମେ…

ଓ୍ବାଶିଂଟନ,୨ା୯: ମହାକାଶରେ ଫସି ରହିଥିବା ଭାରତୀୟ ବଂଶୋଦ୍ଭବ ତଥା ନାସାର ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କ ବିଷୟରେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ସେ ତାଙ୍କ ମା’ଙ୍କ ସହ କଥା ହୋଇଛନ୍ତି। ସେଠାରେ ଥିବା ବୈଷୟିକ ଗ୍ଲିଚ୍‌ ବିଷୟରେ ସୁନୀତା ମଧ୍ୟ…

କଳ୍ପନା ଚାଓ୍ବଲାଙ୍କ ପରେ ଚେତିଲା ନାସା, ସୁନୀତାଙ୍କୁ ଫେରାଇ ଆଣିବା ପାଇଁ ବଦଳାଇଲା ନିୟମ

ଓ୍ବାଶିଂଟନ,୩୧ା୮: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ଫେରାଇ ଆଣିବାରେ ନାସା ଆଉ କୌଣସି ଭୁଲ୍‌ କରିବାକୁ ଚାହୁଁନାହିଁ। କାରଣ ଏପରି ଘଟଣାରେ ଅନେକ ମହାକାଶଚାରୀ ଦୁର୍ଘଟଣାରେ ପ୍ରାଣ ହରାଇସାରିଛନ୍ତି। ଏଭଳି ପରିସ୍ଥିତିରେ ନାସା ବର୍ତ୍ତମାନ ସତର୍କତାର ସହ କାର୍ଯ୍ୟ କରୁଛି।…

ଏହିଦିନ ପୃଥିବୀରେ ଆସି ମାଡ଼ ହୋଇପାରେ ଧୂମକେତୁ; ବଡ଼ ଦାବି କଲା ନାସା

ନୂଆଦିଲ୍ଲୀ,୨୩।୬: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଏକ କାଳ୍ପନିକ ଆକଳନ କରି ଜାଣିପାରିଛି ଯେ ଭବିଷ୍ୟତରେ ଗୋଟିଏ ଧୂମକେତୁ ଆସି ପୃଥିବୀରେ ମାଡ଼ ହେବାର ୭୨% ପ୍ରତିଶତ ସମ୍ଭାବନା ରହିଛି। କେବଳ ଏତିକି ନୁହେଁ ଏହି ଧୂମକେତୁ ମାଡ଼ ହେଲେ…

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ। ଚ ଳିତ ବର୍ଷ କିମ୍ବା ଏହାର ଠିକ୍‌ ପରେ ନାସା ଆଇଏସ୍‌ଏସ୍‌କୁ ମିଶନ ପଠାଇବ…

ବିଷବଳୟରେ ସାରା ଭାରତ

ନୂଆଦିଲ୍ଲୀ, ୮।୧୧: ବାୟୁପ୍ରଦୂଷଣର ପ୍ରଭାବ ଏପରି ଦେଖିବାକୁ ମିଳିଛି ଯେ ସାରା ଦିଲ୍ଲୀ ଏଇ କିଛିଦିନ ମଧ୍ୟରେ ଅଣନିଶ୍ୱାସୀ ହୋଇଯାଇଛି। ଏହାରି ଭିତରେ ନାସା ଏକ ସାଟେଲାଇଟ ଫଟୋ ଜାରି କରିଛି। ଫଟୋରେ କେବଳ ଦିଲ୍ଲୀ-ଏନସିଆର ନୁହେଁ ପାକିସ୍ତାନରୁ ବଙ୍ଗୋପସାଗର ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?