‘ରାଷ୍ଟ୍ର ନିର୍ମାଣରେ ଶିକ୍ଷାର୍ଥୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’ ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଚତୁର୍ଥତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରାଙ୍କ ଆବାହନ କ୍ରମେ...