ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…
ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ, ସରକାର ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର, ୩୦…
ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….
ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (NPPA) ଜାତୀୟ ଅତ୍ୟାବଶ୍ୟକ ଔଷଧ ତାଲିକା (NLEM) ରେ ତାଲିକାଭୁକ୍ତ ୧୦୦୦ ରୁ…
ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି
ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟା ପରେ ଅଭିଯୁକ୍ତ ଖସି ପଳାଇଥିବା ଜଣାପଡିଛି।…
ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ
ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ ୮,୯୩୧ ଦିନ ସରକାର ମୁଖ୍ୟ ଭାବରେ ପୂରଣ କରିଛନ୍ତି। ୭ ଅକ୍ଟୋବର ୨୦୦୧ରେ…
ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ
ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ ନୋଟିସରେ ଲୋକ ସଭାର ୧୩୦ ଏବଂ ରାଜ୍ୟ ସଭାର ୬୩ ଏମ୍ପି ସ୍ବାକ୍ଷର…
ଏଲ୍ପିଜି ଅପେକ୍ଷାରେ ହୃଦ୍ଘାତ, ବୃଦ୍ଧ ମୃତ
ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର ସକାଳେ ପଞ୍ଜାବର ବର୍ନାଲା ଜିଲା ଅନ୍ତର୍ଗତ ସେହନାଠାରେ ଘରୋଇ ଏଲ୍ପିଜି ସିଲିଣ୍ଡର ପାଇଁ…
ଏଲ୍ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ
ନୂଆଦିଲ୍ଲୀ,୧୪ା୩: ଏଲ୍ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍ ମନ୍ତ୍ରୀ ହରଦୀପ୍ ପୁରୀଙ୍କଠାରୁ ଜବାବ ମାଗିଛନ୍ତି। ପ୍ରଥମେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପିମାନେ ସଂସଦ ଭବନ…
୧୭ ବର୍ଷ ଧରି ଦୁଇ ଦୁଇଟି ସରକାରୀ ଚାକିରି କରୁଥିଲେ ବ୍ୟକ୍ତି, ମିଳୁଥିଲା ଡବଲ ଦରମା, ପର୍ଦ୍ଦାଫାଶ ହେଲା ପରେ…
ଲକ୍ଷ୍ନୌ,୧୨।୩: ଉତ୍ତର ପ୍ରଦେଶର ବାରବାଙ୍କି ଏବଂ ପ୍ରତାପଗଡ଼ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଠକେଇର ଘଟଣା ସାମ୍ନାକୁ ଆସିଛି। ଜୟପ୍ରକାଶ ସିଂହ ନାମକ ଜଣେ ବ୍ୟକ୍ତି ଏକକାଳୀନ ଦୁଇଟି ଭିନ୍ନ ସରକାରୀ ବିଭାଗରେ ଚାକିରି ପାଇବା ପାଇଁ ଜାଲ କାଗଜପତ୍ର ବ୍ୟବହାର କରିଥିଲେ।…
ରୋଷେଇ ଘରେ ଯୁଦ୍ଧ ଯନ୍ତ୍ରଣା
ନୂଆଦିଲ୍ଲୀ(ପି.ଟି./ଏଜେନ୍ସି)/ ଭୁବନେଶ୍ୱର(ରବିନାରାୟଣ ଜେନା),୧୧ା୩: ଇରାନ୍ ଉପରେ ଆମେରିକା ଓ ଇସ୍ରାଏଲ୍ ପକ୍ଷରୁ ମିଳିତ ଆକ୍ରମଣ ଯୋଗୁ ଷ୍ଟ୍ରେଟ୍ ଅଫ୍ ହର୍ମୁଜ ଜଳପଥ ଦେଇ ପ୍ରାକୃତିକ ବାଷ୍ପ ଭାରତକୁ ଆସିପାରୁ ନାହିଁ। ଏହାର ସିଧାସଳଖ ପ୍ରଭାବ ଏଲ୍ପିଜି ଉପରେ ପଡ଼ିଥିବାରୁ ଅର୍ଥବୋଝ ସାଧାରଣ…
ବୃଦ୍ଧି ପାଇବ ପେଟ୍ରୋଲ, ଡିଜେଲ, ଏଲପିଜି ମୂଲ୍ୟ! ଯୁଦ୍ଧ ଭିତରେ ବଡ଼ ଅପଡେଟ୍ ଦେଲେ ଭାରତ ସରକାର
ନୂଆଦିଲ୍ଲୀ,୫।୩: ଇରାନ ଉପରେ ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ସହିତ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ସମ୍ଭାବ୍ୟ ବୃଦ୍ଧି ନେଇ ଚିନ୍ତା ବୃଦ୍ଧି ପାଇଛି। ବିଶ୍ୱ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ସତ୍ତ୍ୱେ, ଦେଶର…
ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ
ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ ଖୋଲାଖୋଲି ପକ୍ଷପାତ ଢଙ୍ଗରେ କାର୍ଯ୍ୟ କରିବା ସହ ସାମ୍ବିଧାନିକ ପଦବୀର ଦୁରୁପଯୋଗ କରୁଥିବା…
ଦିଅରଙ୍କ ବିବାହ ଠିକ୍ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…
ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ତାଙ୍କ ଦିଅରଙ୍କ ବିବାହରେ ଅସନ୍ତୁଷ୍ଟ ହୋଇ, ଭାଉଜ ବିବାହର ଦୁଇ…
Archives


