ଏହିଦିନ ପୃଥିବୀରେ ଆସି ମାଡ଼ ହୋଇପାରେ ଧୂମକେତୁ; ବଡ଼ ଦାବି କଲା ନାସା ନୂଆଦିଲ୍ଲୀ,୨୩।୬: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଏକ କାଳ୍ପନିକ ଆକଳନ କରି ଜାଣିପାରିଛି ଯେ ଭବିଷ୍ୟତରେ ଗୋଟିଏ ଧୂମକେତୁ ଆସି ପୃଥିବୀରେ ମାଡ଼ ହେବାର ୭୨% ପ୍ରତିଶତ ସମ୍ଭାବନା ରହିଛି। କେବଳ ଏତିକି ନୁହେଁ ଏହି ଧୂମକେତୁ ମାଡ଼...