‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ
ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଅନ୍ୟତମ ଥିଲେ, ଯାହାଙ୍କୁ ୨୦୨୪ ଜାତୀୟ ଚଳଚ୍ଚିତ୍ର…
‘ଏହା ଏକ ରିମାଇଣ୍ଡର’ କହି ଭିନ୍ନ ଢଙ୍ଗରେ ଥ୍ୟାଙ୍କ ୟୁ କହିଲେ କିଙ୍ଗ ଖାନ, ଦେଖନ୍ତୁ ଭିଡିଓ
ମୁମ୍ବାଇ: ବଲିଉଡ ବାଦଶାହା ଶାହରୁଖ ଖାନ ୩୩ ବର୍ଷର କ୍ୟାରିୟରରେ ପ୍ରଥମ ଜାତୀୟ ପୁରସ୍କାର ପାଇଛନ୍ତି। ୨୦୨୩ ମସିହାରେ ଆଟଲିଙ୍କ ନିର୍ଦ୍ଦେଶିତ ବ୍ଲକବଷ୍ଟର ଫିଲ୍ମ ‘ଜୱାନ’ରେ ତାଙ୍କର ଚମତ୍କାର ଅଭିନୟ ପାଇଁ ଏହି ସୁପରଷ୍ଟାରଙ୍କୁ ଶ୍ରେଷ୍ଠ ଅଭିନେତାର ଜାତୀୟ ପୁରସ୍କାର ପ୍ରଦାନ…

