ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ...