ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍ ହେବା ଜରୁରୀ ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍ ଭାବରେ ଯତ୍ନ ନ ନେବା ତେବେ ପରବର୍ତ୍ତୀ ସମୟରେ ତାହା ସମସ୍ୟା ସୃଷ୍ଟି କରିବ। ଆଉ ଠିକ୍…