ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ… ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। କୋତୱାଲି ଥାନା ଅନ୍ତର୍ଗତ ହିନ୍ଦନ ଅଞ୍ଚଳର ସାଇ ଉପବନରୁ…