ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୧୦ ଜିଲାରେ… ଭୁବନେଶ୍ୱର,୧୨ା୧: ଲୋକସେବା ଭବନରେ ସୋମବାର ଶୁଭାରମ୍ଭ ହୋଇଛି ଜାତୀୟ ସଡ଼କ ସୁରକ୍ଷା ମାସ। ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୦ଟି ଜିଲାରେ ମୋଟ୍ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ବସ୍୍ଷ୍ଟାଣ୍ଡ ନିର୍ମାଣ…