ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି: ଜାଣନ୍ତୁ ଏହି ଆଥ୍ଲେଟଙ୍କୁ ମିଳିଲା ଅର୍ଜୁନ ପୁରସ୍କାର
ନୂଆଦିଲ୍ଲୀ,୧୩ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସମ୍ମାନଜନକ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। ଏଥର କେହି ଖେଳରନତ୍ ପୁରସ୍କାର ପାଇଁ ମନୋନୀତ ହୋଇ ନାହାନ୍ତି। ଅର୍ଜୁନ ପୁରସ୍କାର ପାଇଥିବା ଷ୍ଟାର ଖେଳାଳିମାନଙ୍କ ମଧ୍ୟରେ ଡେକାଥଲେଟ ତେଜସ୍ବିନୀ ଶଙ୍କର, ବିଶ୍ୱକପ୍ ବିଜେତା…

