ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ ମୁଁ ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ ପରିବେଶରୁ ହିଁ ଖେଳକୁଦର ସହଜ ଉପାୟମାନ ଖୋଜି ନିଅନ୍ତି । ଭୂଇଁରେ ଗାର…