National

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ…

2 years ago

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏଥିରେ…

2 years ago

ଜେଲ୍‌ରେ ଥାଇ ନିର୍ବାଚନ ଲଢ଼ିବେ ଖଲିସ୍ତାନୀ ସମର୍ଥକ ଅମୃତପାଳ ସିଂ, ନାମାଙ୍କନ ପତ୍ର ସ୍ବୀକାର କଲେ EC

ନୂଆଦିଲ୍ଲୀ,୧୫।୫: ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଲୋକ ସଭା ନିର୍ବାଚନ ଲଢ଼ିବେ। ତାଙ୍କର ନାମାଙ୍କନକୁ ନିର୍ବାଚନ ଆୟୋଗ ଗ୍ରହଣ କରିଛନ୍ତି। ଏବେ ସେ ଜେଲ୍‌ରେ ଥିବା ବେଳେ…

2 years ago

ସୁପ୍ରିମକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ରୁଟିନ୍‌ ଜଜ୍‌ମେଣ୍ଟ ନୁହେଁ, ସ୍ପେଶାଲ ଟ୍ରିଟ୍‌ମେଣ୍ଟ ମିଳିଛି: ଶାହା

ନୂଆଦିଲ୍ଲୀ,୧୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇ ସହ ସ୍ବତନ୍ତ୍ର ସାକ୍ଷାତକାରରେ…

2 years ago

‘ମୋଦି କେବଳ ଭାରତ ପାଇଁ ନୁହନ୍ତି, ବିଶ୍ୱ ପାଇଁ ଜଣେ ଶକ୍ତିଶାଳୀ ନେତା’

ନୂଆଦିଲ୍ଲୀ,୧୫।୫: ପାକିସ୍ତାନ ବଂଶୋଦ୍ଭବ ପ୍ରସିଦ୍ଧ ଆମେରିକୀୟ ବ୍ୟବସାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ମୋଦି ଜଣେ ଶକ୍ତିଶାଳୀ ନେତା। ତାଙ୍କ ନେତୃତ୍ୱରେ ଭାରତ ଶିଖରରେ…

2 years ago

ଜୁନ ୪ ପରେ ମୋଦିଙ୍କ ବିଦାୟ ନିଶ୍ଚିତ, ସରକାର ଗଢ଼ିବ ‘ଇଣ୍ଡିଆ’ ମେଣ୍ଟ: ଖାର୍ଗେ

ନୂଆଦିଲ୍ଲୀ,୧୫।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଲୋକ ସଭା ନିର୍ବାଚନକୁ ନେଇ ବଡ଼ ଦାବି କରିଛନ୍ତି। ନିର୍ବାଚନର ୪ ପର୍ଯ୍ୟାୟ ଶେଷ ହେବା ପରେ ବିରୋଧୀ ମେଣ୍ଟ…

2 years ago

ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ…

2 years ago

ଅବକାରୀ ଦୁର୍ନୀତି ମାମଲା: ଏଏପିକୁ ଅଭିଯୁକ୍ତ ଦର୍ଶାଇବ ଇଡି

ନୂଆଦିଲ୍ଲୀ,୧୪।୫: ଅବକାରୀ ଦୁର୍ନୀତି ମାମଲାରେ ଦାଖଲ କରାଯିବାକୁ ଥିବା ଆଗାମୀ ଅଭିଯୋଗପତ୍ରରେ ଆମ ଆଦମୀ ପାର୍ଟି(ଏଏପି)କୁ ଅଭିଯୁକ୍ତ ଦର୍ଶାଯିବ ବୋଲି ଦିଲ୍ଲୀ ହାଇକୋର୍ଟରେ ଇଡି କହିଛି। ଏପରିକି…

2 years ago

ଝାଡ଼ଖଣ୍ଡର ଆଦିବାସୀଙ୍କ ପାଇଁ ବିପଦ ସୃଷ୍ଟି କରୁଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ? ଆସାମ ମୁଖ୍ୟମନ୍ତ୍ରୀ କହିଲେ କାରଣ…

ଦିସ୍‌ପୁର,୧୧।୫: ଆସାମ ଏବଂ ପଶ୍ଚିମବଙ୍ଗ ଭଳି ସୀମାନ୍ତ ରାଜ୍ୟ ପାଇଁ ବାଂଲାଦେଶର ଅନୁପ୍ରବେଶକାରୀମାନେ ଚିନ୍ତାର ବିଷୟ ପାଲଟିଛନ୍ତି। ଅନୁପ୍ରବେଶକାରୀଙ୍କ ଯୋଗୁ ଏହି ରାଜ୍ୟଗୁଡ଼ିକର ସୀମାନ୍ତ ଜିଲାଗୁଡ଼ିକର ଜନସଂଖ୍ୟା…

2 years ago

ଭାଜପା ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ- ମୋଦିଙ୍କ ଅବସରକୁ ନେଇ ଜବାବ ରଖିଲେ ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିକୁ ନେଇ ଭାଜପା ପ୍ରତିକ୍ରିୟା ରଖିଛି। ଜେଲରୁ ମୁକୁଳିବା ପରେ କେଜ୍‌ରିଓ୍ବାଲ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରକୁ ନେଇ ବଡ଼…

2 years ago

ଭାଜପା ନିଜ ନେତାଙ୍କୁ ଛାଡ଼ିନାହିଁ, ଏଥର ନିର୍ବାଚନ ଜିତିଲେ ସବୁ ବିରୋଧୀ ଦଳ ନେତା ଜେଲ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରୁ ମୁକୁଳିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଯଦି ଏଥର…

2 years ago

ରାମଲାଲାଙ୍କ ଦର୍ଶନ କଲେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ୍‌ ଖାନ୍‌; କହିଲେ ଏମିତି

ଅଯୋଧ୍ୟା,୯।୫: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ ବୁଧବାର ଅଯୋଧ୍ୟା ରାମ ମନ୍ଦିର ଗସ୍ତ କରିଛନ୍ତି। ଏହାକୁ ସେ ଶାନ୍ତିର ସ୍ଥାନ ବୋଲି କହିଛନ୍ତି। ଜାନୁଆରୀ ୨୨ରେ…

2 years ago