ପୁତୁରାଙ୍କ ଉପରେ ମାୟାବତୀଙ୍କ ଆକ୍ସନ…ବଡ଼ ଘୋଷଣା କରି କହିଲେ ‘ମୁଁ ବଞ୍ଚି ଥିବା ପର୍ଯ୍ୟନ୍ତ ମୋର କୌଣସି ଉତ୍ତରାଧିକାରୀ ରହିବେ ନାହିଁ’
ଲକ୍ଷ୍ନୌ,୨।୩: ଉତ୍ତର ପ୍ରଦେଶର ବିଏସପି ସୁପ୍ରିମୋ ମାୟାବତୀ ରବିବାର ଲକ୍ଷ୍ନୌରେ ଅଲ୍ ଇଣ୍ଡିଆ ପଦାଧିକାରୀଙ୍କ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ସମସ୍ତ ପଦବୀରୁ ହଠାଇ ଦେଇଛନ୍ତି। ସେହିଭଳି ସାନ ଭାଇ ଆନନ୍ଦ...
ଶେଷ ହୋଇଗଲାକି କଂଗ୍ରେସ ସହ ମତଭେଦ?ଖାର୍ଗେ-ରାହୁଲଙ୍କ ସହ ଫଟୋରେ ନଜର ଆସିଲେ ଶଶି ଥରୁର
ନୂଆଦିଲ୍ଲୀ,୨୮।୨: ଗତ କିଛି ଦିନ ଧରି ବରିଷ୍ଠ କଂଗ୍ରେସ ନେତା ତଥା ତିରୁବନନ୍ତପୁରମ୍ ଏମ୍ପି ଶଶି ଥରୁର୍ ଦଳ ଉପରେ କ୍ଷୁବ୍ଧ ନଜର ଆସୁଥିଲେ। ଦଳରେ ତାଙ୍କୁ ଅଣଦେଖା କରୁଥିବା ସେ ଅନୁଭବ କରୁଥିବା କହିଥିଲେ। ହେଲେ ଏବେ ଏଭଳି...
ସର୍ଦ୍ଦାର ପଟେଲଙ୍କ ସହ ଅମିତ ଶାହାଙ୍କ ତୁଳନା କଲେ ସଦ୍ଗୁରୁ
ନୂଆଦିଲ୍ଲୀ,୨୭।୨: ଇଶା ଫାଉଣ୍ଡେଶନର ପ୍ରତିଷ୍ଠାତା ସଦ୍ଗୁରୁ ଜଗ୍ଗି ବାସୁଦେବ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶଂସାରେ ପୋତିଛନ୍ତି। ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଶାହାଙ୍କ ପ୍ରୟାସ ପ୍ରଶଂସନୀୟ। କିଛି କ୍ଷେତ୍ରରେ ସେ ସର୍ଦ୍ଦାର ପଟେଲ ଯାହା କରିଥିଲେ, ସେହି କାମ...
ମୋର ଭାରତରେ କୌଣସି ଜମି କିମ୍ବା ଘର ନାହିଁ…ଭାଜପା ଅଭିଯୋଗକୁ ଖଣ୍ଡନ କଲେ ପିଟ୍ରୋଡା
ନୂଆଦିଲ୍ଲୀ,୨୭।୨: ଭାରତୀୟ ଜନତା ପାର୍ଟି (ଭାଜପା) ନେତାଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ଖଣ୍ଡର କରିଛନ୍ତି ଇଣ୍ଡିଆନ ଓଭରସିଜ କଂଗ୍ରେସ ମୁଖ୍ୟ ସାମ ପିଟ୍ରୋଡା। ତାଙ୍କର ଭାରତରେ କୌଣସି ଜମି, ଘର କିମ୍ବା ଶେୟାର ନ ଥିବା ସେ କହିଛନ୍ତି। ତେବେ...
ପିକେ ମିଶ୍ରଙ୍କଠାରୁ ଅଜିତ ଡୋଭାଲଙ୍କ ପର୍ଯ୍ୟନ୍ତ…; ଜାଣନ୍ତୁ PMOରେ ଅଛନ୍ତି କେଉଁ କେଉଁ ବଡ଼ ଅଫିସର? କାହା ପରାମର୍ଶରେ…
ନୂଆଦିଲ୍ଲୀ,୨୨।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ପୂର୍ବତନ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଭାବରେ ଆଇଏଏସ୍ (ଅବସରପ୍ରାପ୍ତ) ଶକ୍ତିକାନ୍ତ...
ଝିଅମାନଙ୍କୁ ମାଗଣା ସ୍କୁଟି ଦେବେ ସରକାର; କିଏ ଏବଂ କିଭଳି ଉଠାଇପାରିବେ ଏହାର ଲାଭ, ଜାଣନ୍ତୁ…
ଲକ୍ଷ୍ନୌ,୨୨।୨: କେନ୍ଦ୍ର ସରକାରଙ୍କ ସହିତ ବିଭିନ୍ନ ରାଜ୍ୟ ସରକାରଙ୍କ ଦ୍ୱାରା ମହିଳାମାନଙ୍କ କଲ୍ୟାଣ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ଯୋଜନା ପରିଚାଳିତ ହେଉଛି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଉତ୍ତର ପ୍ରଦେଶରେ ମହିଳାଙ୍କ ସଂଖ୍ୟା ଅଧିକ। ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ଉତ୍ତର...
ହାତ ଯୋଡ଼ି ଯୌତୁକ ନେବାକୁ ମନା କରିଦେଲେ, ମାତ୍ର ୧ ଟଙ୍କାରେ ବିବାହ କରି ଉଦାହରଣ ସାଜିଲେ ଏହି…
ଜୟପୁର: ବିବାହ ସମୟରେ ଯୌତୁକ ନେବା ଏକ ସାମାଜିକ ବ୍ୟାଧି। ହେଲେ ବର୍ଷ ବର୍ଷ ଧରି ଚାଲି ଆସିଥିବା ଏଭଳି ପରମ୍ପରା ଲାଗି ଅନେକ ଝିଅ ଏବଂ ଝିଅଙ୍କ ପରିବାର ହଇରାଣ ହେବାର ନଜିର ରହିଛି। ଯୌତୁକ ଲାଗି କେଉଁଠି...
ଏଣିକି ମୁସ୍ଲିମ୍ ବିଧାୟକଙ୍କୁ ମିଳିବ ନାହିଁ ‘Namaz Break’…୯୦ ବର୍ଷର ପରମ୍ପରାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ
ଦିସ୍ପୁର,୨୨।୨: ଆସାମ ସରକାରଙ୍କ ବଡ଼ ନିଷ୍ପତ୍ତି। ବିଧାନସଭାରେ ଦଶନ୍ଧି ଧରି ଚାଲିଆସୁଥିବା ‘Namaz Break’ ଅର୍ଥାତ ‘ନମାଜ୍ ପାଇଁ ବିରତି’ ପରମ୍ପରାକୁ ସରକାର ସମାପ୍ତ କରିଛନ୍ତି। ଯଦିଓ ଏହି ନିଷ୍ପତ୍ତି ଗତ ବର୍ଷ ଅଗଷ୍ଟ ମାସରେ ନିଆଯାଇଥିଲା, ହେଲେ ବଜେଟ...
ଭାରତକୁ ଆମେରିକାର ଛାଟ, ବାତିଲ କଲା ୨୨ ମିଲିୟନ ଡଲାରର ଫଣ୍ଡିଂ
ନୂଆଦିଲ୍ଲୀ,୧୬।୨: ଆମେରିକା ଭାରତ ସମେତ ଅନେକ ଦେଶ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏଲନ ମସ୍କଙ୍କ ନେତୃତ୍ୱାଧୀନ ବିଭାଗ (ଆମେରିକା ସରକାରୀ ଦକ୍ଷତା ବିଭାଗ) ଭାରତରେ ‘ଭୋଟର ଟର୍ନଆଉଟ୍’ ପାଇଁ ଲକ୍ଷ୍ୟ ରଖାଯାଇଥିବା ୨୨ ନିୟୁତ ଆମେରିକୀୟ ଡଲାର...
‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’
ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ...
Mahakumbh Mahashivratri Snan: ମହାକୁମ୍ଭରେ ମହାଶିବରାତ୍ରିରେ ହେବ ଅନ୍ତିମ ରାଜକୀୟ ସ୍ନାନ; ଜାଣନ୍ତୁ ତାରିଖ ଏବଂ ଶୁଭ ମୂହୁର୍ତ୍ତ…
ପ୍ରୟାଗରାଜ,୧୬।୨: ପ୍ରୟାଗରାଜରେ ମହାକୁମ୍ଭ ଚାଲିଛି। ମହାକୁମ୍ଭରେ ପବିତ୍ର ବୁଡ଼ ପକାଇବା ଶ୍ରଦ୍ଧାଳୁଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କଲାଣି। ଏବେ ମଧ୍ୟ ଭକ୍ତମାନେ ମହାକୁମ୍ଭକୁ ଆସିବା ଜାରି ରଖିଛନ୍ତି। ମହାକୁମ୍ଭରେ ପୌଷ ପୂର୍ଣ୍ଣିମା, ମକର ସଂକ୍ରାନ୍ତି, ମୌନୀ ଅମାବାସ୍ୟା, ବସନ୍ତ...
ଗୁଟ୍କା ଖାଇବାକୁ ଷ୍ଟିଅରିଂ ଛାଡ଼ି ଦେଲେ ଡ୍ରାଇଭର, Mahakumbh ଯାଉଥିବା ବେଳେ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
ବାରାଣସୀ,୧୫।୨: ମହାକୁମ୍ଭରେ ସ୍ନାନ କରିବା ଲାଗି ନେପାଳରୁ ଆସିଥିବା ଏକ ଯାତ୍ରୀ ଭର୍ତ୍ତି ବସ୍ ଉତ୍ତର ପ୍ରଦେଶର ଗାଜିପୁର ବାରାଣସୀ ରାଜପଥରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ବସ୍ରେ ଯାତ୍ରା କରୁଥିବା ଲୋକମାନେ ଗୁରୁତର ଆହତ ହୋଇଛନ୍ତି। ଏହା ଏତେ ଭୟଙ୍କର...
Archives


