Tag Archives: National

ମୁଁ ଇସ୍ତଫା ଦେଲେ ଖଡ୍‌ଗେଙ୍କର କିଛି ଲାଭ ହେବ ନାହିଁ, ଆଉ ୧୫ ବର୍ଷ ଅପେକ୍ଷା କରନ୍ତୁ: ଅମିତ ଶାହା

ନୂଆଦିଲ୍ଲୀ,୧୮।୧୨: ଆମ୍ବେଦକର ବିବାଦକୁ ନେଇ ଗୃହ ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ସମ୍ବିଧାନକୁ ନେଇ ବିତର୍କ ବେଳେ ରାଜ୍ୟ ସଭାରେ ସେ ଯାହା ବି କହିଥିଲେ କଂଗ୍ରେସ ତାକୁ କାଠି ଅଧା ଦେଖାଇଛି ବୋଲି ସେ କହିଛନ୍ତି।...

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ର ମହିଳା କୋଚ୍‌ରେ ଉଲଗ୍ନ ଅବସ୍ଥାରେ ଚଢ଼ିଗଲେ ବ୍ୟକ୍ତି, ତା’ ପରେ ଯାହା ହେଲା Video ଦେଖିଲେ…

ମୁମ୍ବାଇ,୧୭।୧୨: ମୁମ୍ବାଇ ଲୋକାଲ ଟ୍ରେନ୍‌ରେ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ହଠାତ୍‌ ମହିଳା କୋଚ୍‌ରେ ଜଣେ ବ୍ୟକ୍ତି ନିବସ୍ତ୍ର ହୋଇ ଚଢ଼ି ଯାଇତିଲେ। ଏହା ଦେଖି ମହିଳାମାନେ ଚିତ୍କାର କରି ଉଠିଥିଲେ। ଏହାର ଏକ ଭିଡିଓ ସୋସିଆଲ...

ସଂସଦରେ ପହଞ୍ଚିବା ପରେ ପ୍ରିୟଙ୍କାଙ୍କ ବ୍ୟାଗ୍‌କୁ ନେଇ ହଙ୍ଗାମା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କ ବ୍ୟାଗ୍‌କୁ ନେଇ ହଙ୍ଗାମା। ସୋମବାର ସେ ପାଲେଷ୍ଟାଇନ ଲେଖାଥିବା ବ୍ୟାଗ୍‌ ନେଇ ସଂସଦରେ ପହଞ୍ଚିବା ପରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତ ବ୍ୟାଗ୍‌ରେ ପାଲେଷ୍ଟାଇନ୍‌ ମୁକ୍ତ ହେବ ବୋଲି ଲେଖାଯାଇଥିଲା। ସୋସିଆଲ ମିଡିଆରେ ଏହାର...

ବନ୍ଧା ହେଲେ ଅତୁଲ ସୁଭାଷଙ୍କ ପତ୍ନୀ ନିକିତା; ଶାଶୁ-ଶଳାଙ୍କୁ ମଧ୍ୟ…

ବେଙ୍ଗାଲୁରୁ,୧୫।୧୨: AI ସଫ୍ଟଓ୍ବୟାର ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ପୋଲିସ ପତ୍ନୀ ତଥା ଅଭିଯୁକ୍ତ ନିକିତା ସିଙ୍ଘାନିଆଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ନିକିତା ହରିୟାଣାର ଗୁରୁଗ୍ରାମରେ ଗିରଫଦାରି ଭୟରେ ଲୁଚି ରହିଥିଲେ। ତାଙ୍କ ସହ ମା’ ନିଶା...

ଲୋକ ସଭାରେ ଆସନକୁ ନେଇ INDIA ମେଣ୍ଟ-କଂଗ୍ରେସ ମଧ୍ୟରେ ଫାଟ: ସମସ୍ତେ ଚାହାନ୍ତି ‘୮ମ ଧାଡ଼ି’ରେ ସିଟ୍‌; କାରଣ…

ନୂଆଦିଲ୍ଲୀ,୪।୧୨: ଲୋକ ସଭାରେ ଜାରି ଶୀତକାଳୀନ ଅଧିବେଶନ ସମୟରେ ତେଲୁଗୁ ଦେଶମ ପାର୍ଟିର ବରିଷଠ ଏମ୍‌ପି ମଙ୍ଗୁଟା ଶ୍ରୀନିବାସୁଲୁ ରେଡ୍ଡି ଗୃହରେ ତାଙ୍କୁ ମିଳିଥିବା ଆସନକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ୫ଥରର ଏମ୍‌ପି। ହେଲେ ତାଙ୍କୁ ୮ମ...

ଭୂକମ୍ପ ଝଟ୍‌କାରେ ଥରିଲା ତେଲେଙ୍ଗାନା-ହାଇଦ୍ରାବାଦ-ମହାରାଷ୍ଟ୍ର 

ହାଇଦ୍ରାବାଦ,୪।୧୨: ତେଲେଙ୍ଗାନା-ଆନ୍ଧ୍ରପ୍ରଦେଶର ଅନେକ ଅଞ୍ଚଳରେ ବୁଧବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ରହିଥିଲା। କେବଳ ଏତିକି ନୁହେଁ ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭.୨୦ରୁ ୭.୨୬ ମଧ୍ୟରେ...

ପୃଥିବୀରୁ ନିଶ୍ଚିହ୍ନ ହୋଇଯିବ ସମାଜ…ଜନସଂଖ୍ୟା ହ୍ରାସକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ମୋହନ ଭାଗବତ

ନୂଆଦିଲ୍ଲୀ,୧।୧୨: ଜନସଂଖ୍ୟା ହ୍ରାସ ନେଇ ସଂଗଠନର ମୁଖ୍ୟ ମୋହନ ଭଗବତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଭାଗବତ କହିଛନ୍ତି ଯେ ଜନସଂଖ୍ୟା ହ୍ରାସ ଏକ ଚିନ୍ତାର ବିଷୟ। ଜନସଂଖ୍ୟା ଅଭିବୃଦ୍ଧି ହାର ୨.୧ ହେବା ଉଚିତ। ଯଦି ଏହାଠାରୁ କମ ହୁଏ...

କାହା ସହ କୌଣସି ମେଣ୍ଟ କରିବୁ ନାହିଁ…ଦିଲ୍ଲୀ ନିର୍ବାଚନ ପୂର୍ବରୁ କେଜ୍‌ରିଓ୍ବାଲ କଲେ ଘୋଷଣା

ନୂଆଦିଲ୍ଲୀ,୧।୧୨: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତ ଦଳଗୁଡ଼ିକ ଅଣ୍ଟା ଭିଡିଲେଣି। ଏସବୁ ମଧ୍ୟରେ ଆମ୍‌ ଆଦମୀ ପାର୍ଟି(ଆପ୍‌) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ନିର୍ବାଚନରେ ମେଣ୍ଟକୁ ନେଇ ବଡ଼ ଘୋଷଣା କରିଛନ୍ତି।...

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଭିଡିଓ ଶେୟାର କରାଯିବା ପରେ ଭଳିକି ଭଳି ପ୍ରତିକ୍ରିୟା...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

କ’ଣ ୯୯% ଚାର୍ଜ ଥିବା ଇଭିଏମ୍‌ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…

ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ ଇଭିଏମ୍‌ ୯୯% କିଭଳି ଚାର୍ଜ ରହିପାରିବ? ପୁରା ଚାର୍ଜ ଥିବା ମେଶିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri