Tag Archives: National

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଭିଡିଓ ଶେୟାର କରାଯିବା ପରେ ଭଳିକି ଭଳି ପ୍ରତିକ୍ରିୟା ପ୍ରକାଶ…

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି।…

କ’ଣ ୯୯% ଚାର୍ଜ ଥିବା ଇଭିଏମ୍‌ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…

ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ ଇଭିଏମ୍‌ ୯୯% କିଭଳି ଚାର୍ଜ ରହିପାରିବ? ପୁରା ଚାର୍ଜ ଥିବା ମେଶିନ ଖୋଲିବା…

ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍‌ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ…

ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍‌ରେ ବାଜିମାତ

ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି ଥିଲେ।…

ମଣିପୁରରେ ହିଂସା ମଧ୍ୟରେ ବଡ଼ ଖୁଲାସା: ୧୫ ରୁ ୨୦ ବର୍ଷର ଯୁବତୀଙ୍କୁ ଦିଆଯାଉଛି ଅସ୍ତ୍ରଶସ୍ତ୍ର ଚଳାଇବାର ଟ୍ରେନିଂ 

ଇମ୍ଫାଲ,୨୨।୧୧: ପୁଣି ଥରେ ହିଂସାର ନିଆଁରେ ଜଳୁଛି ମଣିପୁର। ନିକଟରେ ମେଟେଇ ସମ୍ପ୍ରଦାୟର ମହିଳା ଏବଂ ଶିଶୁଙ୍କ ମୃତଦେହ ମିଳିବା ପରେ ରାଜ୍ୟରେ ହିଂସା ଆରମ୍ଭ ହୋଇଥିଲା। ସେବେଠାରୁ ସମଗ୍ର ରାଜ୍ୟରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ସମୟରେ ମଣିପୁର ସମ୍ପର୍କରେ…

ଅନ୍ତିମ ସତ୍କାର ପୂର୍ବରୁ ଏ କ’ଣ ହେଲା? ଜୁଇରୁ ହଠାତ୍‌ ଉଠି ବସିଲେ ମହିଳା, ହାତ ହଲାଇ କଥା ହେଲେ, ପରେ…

ଚେନ୍ନାଇ,୨୧।୧୧: କାନ୍ଦବୋବାଳିରେ ଫାଟୁଥିଲା ଘର। କୋକେଇରେ ମୃତଦେହ ଶ୍ମଶାନକୁ ଯାଇଥିଲା। ଜୁଇ ସଜଡ଼ା ସରିଥିଲା। ହେଲେ ହଠାତ୍‌ ଜିଇଁ ଉଠିଲେ ମହିଳା। ତାମିଲନାଡ଼ୁର ତ୍ରିଚିରୁ ଏଭଳି ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ଜୁଇରୁ ଉଠି ପଡ଼ିବା…

ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ଡୋମିନିକା,୨୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଫେବୃୟାରୀ ୨୦୨୧ରେ ପ୍ରଧାନମନ୍ତ୍ରୀ ଡୋମିନିକାକୁ ୭୦ ହଜାର ଡୋଜ୍‌…

ଭଲ ପାଉଥିଲେ ବି ବିବାହ ପ୍ରସ୍ତାବରେ ରାଜି ହେଲେ ନାହିଁ, ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ…

ଚେନ୍ନାଇ, ୨୧।୧୧: ତାମିଲନାଡ଼ୁର ତଞ୍ଜାଭୁର ଜିଲା ମଲ୍ଲିପଟ୍ଟିନମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟର ଶିକ୍ଷୟିତ୍ରୀ ରମଣୀ(୨୬)ଙ୍କୁ ସ୍କଲ ପରିସର ମଧ୍ୟରେ ମଦନ ନାମକ ଜଣେ ଯୁବକ ଛୁରି ଭୁସି ହତ୍ୟା…

ପୁରୋହିତ ମନ୍ତ୍ର ପଢ଼ିଲେ, ହେଲେ ବିବାହ ନ କରି କେବଳ ୪୯୦୦୦ ଦେଇଦେବାକୁ କହିଲେ ବରକନ୍ୟା; କାରଣ ଜାଣିଲେ…

ଉଜୈନ,୧୪।୧୧: ସଜବାଜ ହୋଇ ମଣ୍ଡପରେ ବସିଲେ। ପୁରୋହିତ ମନ୍ତ୍ର ବି ପଢ଼ିଲେ। ହେଲେ ବର ସିନ୍ଦୁର ପିନ୍ଧାଇଲେନି କିମ୍ବା ହାତଗଣ୍ଠି ପଡ଼ିଲାନି। କେବଳ ଏତିକି ନୁହେଁ ବର-ବଧୂ ଦୁହେଁ ୪୯୦୦୦ ଟଙ୍କା ଦିଅ ବୋଲି ଅଡ଼ି ବସିଲେ। ଏଭଳି ଏକ ଘଟଣା…

ଟେଲିଗ୍ରାମ ସିଇଓଙ୍କ ନିଆରା ଅଫର୍‌: ‘ମୋର ସ୍ପର୍ମ ନିଅନ୍ତୁ, ମାଗଣାରେ ଆଇଭିଏଫ୍‌ ଟ୍ରିଟ୍‌ମେଣ୍ଟ କରନ୍ତୁ’; ସର୍ତ୍ତ କେବଳ…

ନୂଆଦିଲ୍ଲୀ,୧୩।୧୧: ପୁଣି ଚର୍ଚ୍ଚାରେ ଟେଲିଗ୍ରାମ୍‌ ଆପ୍‌ର ସିଇଓ ପାଭେଲ୍‌ ଡ୍ୟୁରୋଭ। ନିକଟରେ ସେ ୧୦୦ରୁ ଅଧିକ ପିଲାଙ୍କ ଜୈବିକ ପିତା ବୋଲି କହି ବିଶ୍ୱକୁ ଚମକାଇଥିଲେ। ଏବେ ସେ ମହିଳାମାନଙ୍କୁ ସହାୟତା କରିବା ଲାଗି ନିଆରା ଅଫର ଦେଇଛନ୍ତି। ତାଙ୍କ ଶୁକ୍ରାଣୁ…

ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ

ଗ୍ୟାଙ୍ଗଟକ୍‌,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି। ତେବେ ଭୂକମ୍ପରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗ୍ୟାଙ୍ଗଟକ୍‌ରେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?