Tag Archives: National

କାନ୍ଦ ବୋବାଳିରେ ଫାଟୁଛି ଡାକ୍ତରଖାନା ପରିସର; ହାଥରସ୍‌ ଅଘଟଣରେ ମୃତ୍ୟୁ ସଂଖ୍ୟା ୧୦୦ ଟପିଲା…

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି। ସେହିଭଳି ଆହତମାନଙ୍କ ଚିକିତ୍ସା ଜାରି ରହିଛି। ସେମାନଙ୍କ ମଧ୍ୟରୁ ଅନେକେ...

ହାଥରସ୍‌ରେ ବଡ଼ ଅଘଟଣ: ସତସଙ୍ଗରେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ, ୧୦୦ରୁ ଅଧିକ ଗୁରୁତର

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ଆହୁରୀ ବଢ଼ିବାର ଆଂଶଙ୍କା...

ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…

ଲକ୍ଷ୍ନୌ,୨୯।୬: ଲୋକ ସଭା ନିର୍ବାଚନ ୨୦୨୪ରେ ଦେଶର ୩ୟ ସର୍ବବୃହତ ଦଳ ପାଲଟିଛି ସମାଜବାଦୀ ପାର୍ଟି। ଏହାକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ ଜାତୀୟ ରାଜନୀତିରେ ମଧ୍ୟ ଅଖିଳେଶ ଯାଦବ ଅଧିକ ସକ୍ରିୟ...

ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଆତ୍ମହତ୍ୟାର ବାଟ ବାଛି ନେଲେ ଭଜନ ଗାୟକ, ଭାଇଙ୍କୁ ପଠାଇଲେ ଭିଡିଓ

ଗ୍ବାଲିଅର,୨୮।୬: ମଧ୍ୟପ୍ରଦେଶ ଗ୍ବାଲିୟରରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଭଜନ ଗାୟକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଚରମ ନିଷ୍ପତ୍ତି ନେବା ପୂର୍ବରୁ ସେ ନିଜ ଭାଇକୁ ୬ ମିନିଟ ୫୦ ସେକେଣ୍ଡର ଏକ...

GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…

ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍‌ ଇନ୍‌ସୁରାନ୍ସ ସ୍କିମ(ଜିଆଇଏସ୍‌) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍‌ ୨୧,୨୦୨୪ରେ ଜାରି...

ତେଲେଙ୍ଗାନା ଗ୍ଲାସ୍‌ କାରଖାନାରେ ଭୟଙ୍କର ବିସ୍ଫୋରଣ: ୬ ଶ୍ରମିକ ମୃତ, ୧୫ରୁ ଅଧିକ ଗୁରୁତର

ରଙ୍ଗାରେଡି,୨୮।୬: ତେଲେଙ୍ଗାନାର ରଙ୍ଗାରେଡି ଜିଲାରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ ଗ୍ଲାସ କାରଖାନାରେ ଭାଟି ବଏଲର ବିସ୍ଫୋରଣ ହେବା ଯୋଗୁ ୬ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ...

ଜେ ପି ନଡ୍ଡା ରାଜ୍ୟ ସଭା ନେତା ନିଯୁକ୍ତ

ନୂଆଦିଲ୍ଲୀ,୨୭।୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ରାଜ୍ୟ ସଭାର ନେତା ଭାବେ ଗୁରୁବାର ନିଯୁକ୍ତ କରାଯାଇଛି। ଉଚ୍ଚ ସଦନର ୨୬୪ତମ ଅଧିବେଶନରେ ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଘୋଷଣା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

‘ତାନାଶାହାର ବିନାଶ ହୋଇଯାଉ, ଏବେ ଭଗବାନଙ୍କ ପାଖରେ ଏତିକି ପ୍ରାର୍ଥନା’

ନୂଆଦିଲ୍ଲୀ,୨୭।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରଥମେ ଇଡି ତାଙ୍କୁ ଗିରଫ କରିଥିବା ବେଳେ ଏବେ ସିବିଆଇ ତାଙ୍କୁ ଗିରଫ କରିନେଇଛି। ଏପରିକି ଦିଲ୍ଲୀ କୋର୍ଟ ତାଙ୍କୁ ୩ ଦିନିଆ ସିବିଆଇ ରିମାଣ୍ଡରେ...

ବାଚସ୍ପତି ପଦ ସମ୍ଭାଳିବା ପରେ ପରେ ଜରୁରୀକାଳୀନ ସ୍ଥିତି -ଇନ୍ଦିରା ଗାନ୍ଧୀଙ୍କ କଥା ଉଠାଇଲେ ବିର୍ଲା, ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦ ସମ୍ଭାଳିବା ପରେ ଓମ୍‌ ବିର୍ଲା ଜରୁରୀକାଳୀନ ପରିସ୍ଥିତି ଏବଂ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବୟାନ ଦେଇଥିଲେ। ଏହାକୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି। ବିଶେଷକରି ବିରୋଧୀ ଦଳର ଏମ୍‌ପିମାନେ ଏହାକୁ ଦୃଢ଼...

ଲୋକ ସଭାରେ ବିରୋଧୀ ଦଳ ନେତା ହୋଇଥିବା ୧୪ରୁ ୧୩ ନେତା ହୋଇପାରିନାହାନ୍ତି ପ୍ରଧାନମନ୍ତ୍ରୀ, ଅନେକଙ୍କ ରାଜନୈତିକ କ୍ୟାରିୟରରେ ଲାଗିଛି ଗ୍ରହଣ;ଏବେ…

ନୂଆଦିଲ୍ଲୀ,୨୬।୬: ଦୀର୍ଘ ୧୦ ବର୍ଷ ପରେ ଲୋକ ସଭାକୁ ବିରୋଧୀ ଦଳ ନେତା ମିଳିଛି। କଂଗ୍ରେସ ଏହି ଦାୟିତ୍ୱ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଦେଇଛି। ରାହୁଲଙ୍କୁ ପୂର୍ବରୁ ତାଙ୍କ ମା’ ସୋନିଆ ଏବଂ ବାପା ରାଜୀବ ଗାନ୍ଧୀ ମଧ୍ୟ...

ବିରଳ ଦୃଶ୍ୟ! ସଂସଦରେ ରାହୁଲଙ୍କୁ ଠାରରେ ଏ କ’ଣ କହିଲେ ମୋଦି, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୨୬।୬: ସଂସଦରେ ବିରଳ ଦୃଶ୍ୟ। ବୁଧବାର ବାଚସ୍ପତି ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ରାଜସ୍ଥାନର କୋଟାରୁ ଏମ୍‌ପି ଥିବା ଓମ୍‌ ବିର୍ଲା ଲଗାତର ଦ୍ୱିତୀୟ ଥର ଲାଗି ପଦ ଲାଗି ମନୋନୀତ ହୋଇଥିଲେ। ‘ଇଣ୍ଡିଆ’ ମେଣ୍ଟ ପକ୍ଷରୁ ଏହି...

ବାଚସ୍ପତି ନିର୍ବାଚନରେ ଭୋଟ୍‌ ଦେଇପାରିବେ ନାହିଁ ଏହି ୭ ଏମ୍‌ପି! ଏନ୍‌ଡିଏ ନା ଇଣ୍ଡିଆ ମେଣ୍ଟକୁ ହେବ କ୍ଷତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୬: ଅଷ୍ଟାଦଶ ଲୋକସଭାର ବାଚସ୍ପତି ପଦକୁ ନେଇ ଶାସକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଅନେକ ବର୍ଷ ପରେ ଏଥିଲାଗି ନିର୍ବାଚନ ହେବାକୁ ଯାଉଛନ୍ତି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ବତନ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପ୍ରାର୍ଥୀ କରିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri