Tag Archives: National

ସିଜେଆଇଙ୍କୁ ପତ୍ର ଲେଖିଲେ ୧୫୦ ଆଇନଜୀବୀ,କେଜ୍‌ରିଓ୍ବାଲଙ୍କ ଜାମିନ ରୋକାଯିବା ଚିନ୍ତାଜନକ…

ନୂଆଦିଲ୍ଲୀ,୭ା୭: ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହାକୁ ଚ୍ୟାଲେଞ୍ଜ କରିବାରୁ ହାଇକୋର୍ଟ ଏହା ଉପରେ ରୋକ୍‌…

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ…

‘ଅଗଷ୍ଟରେ ଭାଙ୍ଗିବ ‘ମୋଦି ସରକାର’, ଦେଶରେ ଯେକୌଣସି ମୂହୁର୍ତ୍ତରେ ହୋଇପାରେ ନିର୍ବାଚନ’

ନୂଆଦିଲ୍ଲୀ,୫।୭: ଅଗଷ୍ଟରେ ଭାଙ୍ଗିବ ମୋଦି ସରକାର। ଏହାପରେ ଇଣ୍ଡିଆ ମେଣ୍ଟ ସରକାର ଗଠନ କରିବ ବୋଲି ବଡ଼ ଦାବି କରିଛନ୍ତି ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ଏପରିକି ଦେଶରେ ଯେକୌଣସି ମୂହୁର୍ତ୍ତରେ ନିର୍ବାଚନ ହୋଇପାରେ ବୋଲି ସେ କହିବା ସହ…

ହଠାତ୍‌ ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସୁରକ୍ଷା ବଢ଼ାଇଲା ଦିଲ୍ଲୀ ପୋଲିସ, କି ବିପଦ ପଡ଼ିଲା?

ନୂଆଦିଲ୍ଲୀ,୪।୭: ଦିଲ୍ଲୀ ପୋଲିସ ପକ୍ଷରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ବିରୋଧୀ ଦଳର ଏହି ନେତାଙ୍କ ଆବାସ ବାହାରେ ସାମରିକ ବାହିନୀର ଏକ ଟିମ୍‌ ଏବଂ ଦିଲ୍ଲୀ ପୋଲିସର ଅନେକ ଟିମ୍‌ ନିୟୋଜିତ ହୋଇଛନ୍ତି।…

କିଏ ସେ ସ୍ବୟଂମ୍ଭୁ ‘ଭୋଲେ ବାବା’? ଯାହାଙ୍କ ସତସଙ୍ଗ ବେଳେ ଦଳାଚକଟା ଯୋଗୁ ଅବେଳରେ ଝଡ଼ିଗଲା ୧୦୦ ଜୀବନ… 

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ମଙ୍ଗଳବାର ବଡ଼ ଅଘଟଣ ଘଟିଛି। ଏଠାରେ ‘ଭୋଲେ ବାବା’ଙ୍କ ସତସଙ୍ଗରେ ହଠାତ ଦଳାଚକଟା ହେବା ଯୋଗୁ ୧୦୦ରୁ ଅଧିକ ଜୀବନ ଚାଲିଯାଇଛି। ଏବେବି ଅନେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଏମିତି…

କାନ୍ଦ ବୋବାଳିରେ ଫାଟୁଛି ଡାକ୍ତରଖାନା ପରିସର; ହାଥରସ୍‌ ଅଘଟଣରେ ମୃତ୍ୟୁ ସଂଖ୍ୟା ୧୦୦ ଟପିଲା…

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି। ସେହିଭଳି ଆହତମାନଙ୍କ ଚିକିତ୍ସା ଜାରି ରହିଛି। ସେମାନଙ୍କ ମଧ୍ୟରୁ ଅନେକେ ଗୁରୁତର…

ହାଥରସ୍‌ରେ ବଡ଼ ଅଘଟଣ: ସତସଙ୍ଗରେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ, ୧୦୦ରୁ ଅଧିକ ଗୁରୁତର

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ଆହୁରୀ ବଢ଼ିବାର ଆଂଶଙ୍କା ରହିଛି।…

ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…

ଲକ୍ଷ୍ନୌ,୨୯।୬: ଲୋକ ସଭା ନିର୍ବାଚନ ୨୦୨୪ରେ ଦେଶର ୩ୟ ସର୍ବବୃହତ ଦଳ ପାଲଟିଛି ସମାଜବାଦୀ ପାର୍ଟି। ଏହାକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ ଜାତୀୟ ରାଜନୀତିରେ ମଧ୍ୟ ଅଖିଳେଶ ଯାଦବ ଅଧିକ ସକ୍ରିୟ ହେଉଛନ୍ତି।…

ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଆତ୍ମହତ୍ୟାର ବାଟ ବାଛି ନେଲେ ଭଜନ ଗାୟକ, ଭାଇଙ୍କୁ ପଠାଇଲେ ଭିଡିଓ

ଗ୍ବାଲିଅର,୨୮।୬: ମଧ୍ୟପ୍ରଦେଶ ଗ୍ବାଲିୟରରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଭଜନ ଗାୟକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଚରମ ନିଷ୍ପତ୍ତି ନେବା ପୂର୍ବରୁ ସେ ନିଜ ଭାଇକୁ ୬ ମିନିଟ ୫୦ ସେକେଣ୍ଡର ଏକ ଭିଡିଓ…

GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…

ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍‌ ଇନ୍‌ସୁରାନ୍ସ ସ୍କିମ(ଜିଆଇଏସ୍‌) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍‌ ୨୧,୨୦୨୪ରେ ଜାରି ସର୍କୁଲାରରେ…

ତେଲେଙ୍ଗାନା ଗ୍ଲାସ୍‌ କାରଖାନାରେ ଭୟଙ୍କର ବିସ୍ଫୋରଣ: ୬ ଶ୍ରମିକ ମୃତ, ୧୫ରୁ ଅଧିକ ଗୁରୁତର

ରଙ୍ଗାରେଡି,୨୮।୬: ତେଲେଙ୍ଗାନାର ରଙ୍ଗାରେଡି ଜିଲାରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ ଗ୍ଲାସ କାରଖାନାରେ ଭାଟି ବଏଲର ବିସ୍ଫୋରଣ ହେବା ଯୋଗୁ ୬ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ପୋଲିସ…

ଜେ ପି ନଡ୍ଡା ରାଜ୍ୟ ସଭା ନେତା ନିଯୁକ୍ତ

ନୂଆଦିଲ୍ଲୀ,୨୭।୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ରାଜ୍ୟ ସଭାର ନେତା ଭାବେ ଗୁରୁବାର ନିଯୁକ୍ତ କରାଯାଇଛି। ଉଚ୍ଚ ସଦନର ୨୬୪ତମ ଅଧିବେଶନରେ ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଘୋଷଣା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri