‘ଯଦି ମୋଦି ପ୍ରଧାନମନ୍ତ୍ରୀ ହେବେ ମୁଁ ଲଣ୍ଡା ହୋଇଯିବି’
ନୂଆଦିଲ୍ଲୀ,୨।୬: ଆମ ଆଦମୀ ପାର୍ଟି(ଏଏପି) ନେତା ସୋମନାଥ ଭାରତୀ ଶନିବାର ବଡ଼ ଘୋଷଣା କରିଛନ୍ତି। ଯଦି ନରେନ୍ଦ୍ର ମୋଦି ତୃତୀୟ ଥର ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ସେ ଲଣ୍ଡା ହୋଇଯିବେ ବୋଲି କହିଛନ୍ତି। ଏସବୁ ମଧ୍ୟରେ ଦଳର ରାଷ୍ଟ୍ରୀୟ ସଂଯୋଜକ...
ପୁଣେ କାର୍ ଦୁର୍ଘଟଣା: ଅଭିଯୁକ୍ତ ନାବାଳକଙ୍କ ମା’ ଗିରଫ
ପୁଣେ,୧।୬: ପୁଣେ ପୋଲିସ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ଅଭିଯୁକ୍ତ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି। କାରଣ ନାବାଳକଙ୍କ ରକ୍ତ ନମୂନା ତାଙ୍କ ମା’ଙ୍କ ରକ୍ତ ନମୂନା ସହ ଅଦଳବଦଳ କରାଯାଇଥିବା ଜଣାପଡ଼ିଛି। ଦୁଇ ଦିନ ପୂର୍ବେ ପୋଲିସ ଏନେଇ...
New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ
ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍ କମ୍ ହୋଇଥିବା ବେଳେ ଗାଡ଼ି ଚଳାଇବା ନେଇ ଟ୍ରାଫିକ୍ ନିୟମରେ ପରିବର୍ତ୍ତନ କରାଯାଇଛି। ଏବେ ଟ୍ରାଫିକ ନିୟମ ପୂର୍ବଠାରୁ ଅଧିକ...
ଏକ୍ଜିଟ୍ ପୋଲ୍ ଏବଂ ଓପିନିଅନ୍ ପୋଲ୍ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ
ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ପହିଲା ଅପରାହ୍ନ ୬ଟାରେ ମତଦାନ ସମାପ୍ତ ହୋଇଯିବ। ଜୁନ୍ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ହେଲେ ନିର୍ବାଚନରେ କିଏ ବିଜେତା ହେବା ଜାଣିବା ପୂର୍ବରୁ ସମସ୍ତଙ୍କ...
ମୋଦିଙ୍କ ବିବାଦୀୟ ମନ୍ତବ୍ୟ: ଫିଲ୍ମ ପୂର୍ବରୁ ଗାନ୍ଧୀଙ୍କୁ କେହି ଜାଣି ନ ଥିଲେ…
ନୂଆଦିଲ୍ଲୀ,୩0ା୫: ଲୋକ ସଭା ନିର୍ବାଚନ ଶେଷ ହେବାକୁ ବସିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ୍କାରରେ ପୂର୍ବର କଂଗ୍ରେସ ସରକାରଗୁଡ଼ିକୁ ସମାଲୋଚନା କରିବାକୁ ଯାଇ କହିଛନ୍ତି, ଗାନ୍ଧିଜୀ ଜଣେ ମହାନ୍ ଆତ୍ମା ଥିଲେ। ଗତ ୭୫ ବର୍ଷ ମଧ୍ୟରେ ତାଙ୍କୁ ସେଭଳି...
ଥରୁର ଜଣେ ‘ଇଂରେଜ’, ସେ କେବଳ ନିର୍ବାଚନ ସମୟରେ ଭାରତ ଆସନ୍ତି: ରବି କିଶନ
ଲକ୍ଷ୍ନୌ,୨୮।୫: ଉତ୍ତରପ୍ରଦେଶର ଗୋରଖପୁରରେ ଭାଜପା ପ୍ରାର୍ଥୀ ରବି କିଶନ ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ଥରୁର ଭାଜପା ୩୦୦ ପାର୍ କରିବ ନାହିଁ ବୋଲି ବୟାନ ଦେଇଥିଲେ। ଏହାର ଜବାବ ଦେଇ ରବି...
ବାରାଣସୀରେ ମୋଦିଙ୍କ ପାଇଁ ପ୍ରଚାରର ଆବଶ୍ୟକତା ନାହିଁ: ଜୟଶଙ୍କର
ନୂଆଦିଲ୍ଲୀ,୨୬।୫: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ବାରାଣସୀରେ ଭାଜପାର ବିଜୟ ଉପରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। କାରଣ ସହରର ଲୋକେ ଭାରତର ବୈଦେଶିକ ନୀତିକୁ ଗଭୀର ଭାବେ...
‘ଅବ୍କି ବାର୍ ୪୦୦ ପାର୍’ ଅସମ୍ଭବ, ତଥାପି ‘ଇଣ୍ଡିଆ’ ମେଣ୍ଟକୁ ବଡ଼ ଝଟ୍କା ଲାଗିବ ବୋଲି ଭବିଷ୍ୟବାଣୀ କଲେ…
ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନ ଅନ୍ତିମ ଚରଣରେ ପହଞ୍ଚିଛି। ୬ଷ୍ଠ ପର୍ଯ୍ୟାୟରେ ଶନିବାର ଭୋଟ ଗ୍ରହଣ କରାଯାଉଛି। ଜୁନ୍ ୧ରେ ୭ମ ପର୍ଯ୍ୟାୟ ଭୋଟିଂ ହେବା ପରେ ଏହା ଶେଷ ହେବ। ଏହାପରେ ଅପେକ୍ଷା ଜୁନ୍ ୪ର ରହିବ, କାରଣ...
ମୁଁ ପଳାତକ ନୁହେଁ, ପାସପୋର୍ଟ ସସ୍ପେଣ୍ଡ ହୋଇଥିବା ଯୋଗୁ ଭାରତ ଫେରିପାରୁନାହିଁ: ମେହୁଲ ଚୋକସୀ
ନୂଆଦିଲ୍ଲୀ,୨୪।୫: ଦେଶ ଛାଡ଼ିଥିବା ହୀରା ବ୍ୟବସାୟୀ ମେହୁଲ ଚୋକସୀଙ୍କ ଏକ ବଡ଼ ବୟାନ ଶୁକ୍ରବାର ସାମ୍ନାକୁ ଆସିଛି। ତାଙ୍କୁ ‘ପଳାତକ’ କୁହାଯାଇପାରିବ ନାହିଁ, କାରଣ ସେ ଭାରତ ଆସିବାକୁ ଇଚ୍ଛୁକ। ଅନେକ କାରଣରୁ ସେ ଭାରତକୁ ଫେରିପାରୁନାହାନ୍ତି। ସେଥିରୁ ପ୍ରମୁଖ...
ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ନିର୍ବାଚନ ପରେ କ’ଣ ହେବାକୁ ଯାଉଛି କହିଲେ …
ଲକ୍ଷ୍ନୌ,୨୪।୫: ରାଜନୀତିର ଚାଣକ୍ୟ ପ୍ରଶାନ୍ତ କିଶୋର ଆଜିକାଲି ବେଶ ଚର୍ଚ୍ଚାରେ ଅଛନ୍ତି। ଯେକୌଣସି ନିର୍ବାଚନରେ ତାଙ୍କର ଆକଳନ ଉପରେ ସମସ୍ତଙ୍କ ନଜର ରହିଥାଏ। କାରଣ ତାଙ୍କ ଆକଳନ ଅନେକ ମାତ୍ରାରେ ଠିକ୍ ସାବ୍ୟସ୍ତ ହୋଇଥାଏ। ଏମିତିରେ ଚଳିତ ଲୋକ ସଭା...
ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍ ସୁନା…
ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ ହୋଇ ରହିଛି, ଯାହା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା...
ମଥୁରା-କାଶୀରେ ମନ୍ଦିର, ପିଓକେ ଭାରତର ହେବ; ହିମନ୍ତ କହିଲେ ୪୦୦ ଆସନ ଜିତିଲେ କ’ଣ କ’ଣ କରିବ ଭାଜପା…
ନୂଆଦିଲ୍ଲୀ,୨୩।୫: ଭାଜପା ଲୋକ ସଭା ନିର୍ବାଚନ ୨୦୨୪ ଲାଗି ୩୭୦ରୁ ଅଧିକ ଆସନ ଜିତିବାର ଲକ୍ଷ୍ୟ ରଖିଛି। ଏଥିସହ ଏନ୍ଡିଏ ଲାଗି ୪୦୦ରୁ ଅଧିକ ଟାର୍ଗେଟ ସ୍ଥିର କରାଯାଇଛି। ତେବେ ଦଳ ନିଶ୍ଚିତ ଭାବେ ନିର୍ଦ୍ଧାରିତ ଆସନରେ ବିଜେତା ହେବ...
Archives


