‘କେଜ୍ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’
ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍ରେ କେଜ୍ରିଓ୍ବାଲଙ୍କ ଡାଏଟ୍ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା...
କଂଗ୍ରେସକୁ ବଡ଼ ଝଟ୍କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ
ସିମ୍ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି। ତେବେ ନିଜର...
‘ଜେଲ୍ରେ କେଜ୍ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’
ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଆମ ଆଦମୀ ପାର୍ଟୀ ନେତା ଇଡିର ଦାବିକୁ ନେଇ...
‘ଆମକୁ କଟାକ୍ଷ କରୁଥିଲେ, ଏବେ ଭୋଟ ପାଇଁ ମାଗଣା ବିଜୁଳି ଦେବାକୁ କହୁଛି ଭାଜପା’
ନୂଆଦିଲ୍ଲୀ,୧୪।୪: ଲୋକ ସଭା ନିର୍ବାଚନ ୨୦୨୪ ଲାଗି ଭାଜପା ନିଜର ଘୋଷଣା ପତ୍ର ଜାରି କରିଛି। ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଜାରି କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ...
‘ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସମସ୍ତ ଭାଜପା ନେତା ଜେଲ ଯିବେ’
ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ତୁଷ୍ଟୀକରଣ ପଙ୍କରେ ବୁଡ଼ିଥିବା ଦଳ ବୋଲି କହିଥିଲେ। ତାଙ୍କର ଏହି ବୟାନକୁ ନେଇ ଆର୍ଜେଡି ନେତା ମିସା ଭାରତୀ ବଡ଼ ବିବୃତ୍ତି ଦେଇଛନ୍ତି, ଯାହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଭାଜପା...
ନବରାତ୍ର ଉପବାସ ସତ୍ତ୍ୱେ ଅଟକିବେନି ମୋଦି; ୯ ଦିନରେ ୨୦ରୁ ଅଧିକ ରାଲି-ଦୈନିକ ୩ହଜାର କିମି କରିବେ ଯାତ୍ରା
ନୂଆଦିଲ୍ଲୀ,୧୦।୪: ଚୈତ୍ର ନବରାତ୍ର ଆରମ୍ଭ ହୋଇଛି। ଏହି ନବରାତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପବାସ ରଖି ପୂର୍ବଭଳି ରାଲି କରିବେ। ୭୩ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦି ପ୍ରତ୍ୟେହ ବ୍ରତ ରଖିଥିଲେ ହେଁ ୨ ରୁ ୩ ହଜାର କିମି...
BJP ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ପତ୍ନୀଙ୍କ ଫର୍ଚୁନର କାର୍ ବାରାଣସୀରୁ ଜବତ , ଦିଲ୍ଲୀରୁ ହୋଇଥିଲା ଚୋରି
ନୂଆଦିଲ୍ଲୀ,୭।୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ପତ୍ନୀଙ୍କ ଫର୍ଚୁନର କାର୍କୁ ବାରାଣସୀରୁ ଜବତ କରାଯାଇଛି। ଏହି କାର୍ଟି ଗତ ମାସରେ ଦିଲ୍ଲୀରୁ ଚୋରି ହୋଇଯାଇଥିଲା। ପୋଲିସ ଏବେ ଗାଡ଼ି ସହ ଦୁଇଜଣ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରିଛି।...
ନିର୍ବାଚନ ପୂର୍ବରୁ ଜେଲ ଯିବେ ଲାଲୁ ଯାଦବ? ଜାରି ହେଲା ଗିରଫଦାରୀ ଓ୍ବାରେଣ୍ଟ…
ପାଟଣା,୫।୪: ଗିରଫ ହୋଇପାରନ୍ତି ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ଗ୍ବାଲିୟରର ଏମ୍ପି/ଏମ୍ଏଲ୍ଏ କୋର୍ଟ ପକ୍ଷରୁ ଶୁକ୍ରବାର ତାଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ଆମର୍ସ ଆକ୍ଟ ମାମଲାରେ ଏହି ଗିରଫଦାରୀ ଓ୍ବାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। ୧୯୯୫ ଏବଂ...
ଭଗତ ସିଂ-ଆମ୍ବେଡକରଙ୍କ ମଝିରେ ଲାଗିଛି ଫଟୋ, ସୁନୀତା ପଢ଼ିଲେ ଜେଲ୍ରୁ କେଜ୍ରିଓ୍ବାଲ ପଠାଇଥିବା ବାର୍ତ୍ତା
ନୂଆଦିଲ୍ଲୀ,୪।୪: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ ଜେଲରେ ଅଛନ୍ତି, କିନ୍ତୁ ଜେଲରୁ ପତ୍ନୀ ସୁନୀତାଙ୍କ ମାଧ୍ୟମରେ ଜନସାଧାରଣ ଏବଂ ଆମ ଆଦମୀ ପାର୍ଟି ବିଧାୟକଙ୍କ ନିକଟରେ ବାର୍ତ୍ତା ପହଞ୍ଚାଉଛନ୍ତି। ଗୁରୁବାର ଅର୍ଥାତ ୪ ଏପ୍ରିଲରେ ସୁନୀତା...
କଳାଧନ କୁଆଡ଼େ ଗଲା
ନୂଆଦିଲ୍ଲୀ,୩୧।୩: ଦେଶରୁ କଳାଧନ ଲୋପ କରିବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରିଥିଲେ। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ଦେଶରେ ପ୍ରଚଳିତ ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଅଚଳ...
ରାହୁଲଙ୍କ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ ନିଯୁକ୍ତିରେ ମହିଳାଙ୍କୁ ୫୦% ସଂରକ୍ଷଣ ଦେବୁ
ନୂଆଦିଲ୍ଲୀ,୨୯।୩: ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସରକାରୀ ନିଯୁକ୍ତିରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ମହିଳା ସଶକ୍ତ ହେଲେ ଭାରତର ଭାଗ୍ୟ...
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…
ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ...
Archives


