Tag Archives: National

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଗୁରୁବାର ସେ ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବସେନାରେ ସାମିଲ...

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ।  ହେଲେ  ପାଖରେ ନିର୍ବାଚନ ଲଢ଼ିବାକୁ...

‘ତୁମେ ଶକ୍ତି ସ୍ବରୂପା’; ଜାଣନ୍ତୁ କାହିଁକି ଏହି ଭାଜପା ପ୍ରାର୍ଥୀଙ୍କୁ ଏଭଳି କହି ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଶ୍ଚିମବଙ୍ଗ ବସିରହାଟରୁ ଭାଜପା ପ୍ରାର୍ଥୀ ତଥା ସନ୍ଦେଶଖାଲି ପୀଡ଼ିତା ରେଖା ପାତ୍ରଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ରେଖାଙ୍କୁ ଶକ୍ତି ସ୍ବରୂପା ବୋଲି କହିଛନ୍ତି। ଏଥିସହ ତାଙ୍କର ପ୍ରଚାର...

ବରୁଣ ଗାନ୍ଧୀଙ୍କୁ କଂଗ୍ରେସର ଖୋଲା ଅଫର୍‌: ଭାଜପା ଛାଡ଼ି ଆମ ଦଳରେ ସାମିଲ ହୋଇଯାଆନ୍ତୁ…

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ଭାଜପା ନେତା ବରୁଣ ଗାନ୍ଧୀଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦେଇଛନ୍ତି। ସବୁଠାରୁ ପୁରୁଣା ଦଳରେ ଯୋଗଦେବାକୁ ବରୁଣଙ୍କୁ ‘ବହୁତ ସ୍ବାଗତ’ ବୋଲି ସେ କହିଛନ୍ତି। ଏହାଛଡ଼ା ତାଙ୍କୁ ଭାଜପା ଟିକେଟ ନ...

କଂଗ୍ରେସକୁ ବଡ଼ ଝଟ୍‌କା: ରାହୁଲଙ୍କ ଖାସ୍‌ ରବନୀତ୍‌ ସିଂ ଭାଜପାରେ ସାମିଲ

ଚଣ୍ଡିଗଡ଼,୨୬।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ରବନୀତ୍‌ ସିଂ ବିଟୁ ଭାଜପାରେ ସାମିଲ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଅତି ନିକଟତର ଥିବାରୁ କଂଗ୍ରେସର ଏକ ବଡ଼...

୨୧ ଦିନ ଧରି ଅନଶନରେ ବସିଛନ୍ତି ‘ସୋନମ୍‌ ଓ୍ବାଙ୍ଗଚୁକ୍‌’

ଲେହ,୨୬।୩: ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ସୁପରହିଟ ଫିଲ୍ମ ‘ଥ୍ରୀ ଇଡିଅଟ୍ସ’ରେ ଆମିର ଖାନ୍‌ଙ୍କ ଚରିତ୍ର ‘ଫୁନ୍‌ସୁକ୍‌ ୱାଙ୍ଗଡୁ’ ବହୁତ ଲୋକପ୍ରିୟ ହୋଇଥିଲା। ସେହି ଚରିତ୍ରଟି ଲଦାଖର ସୋନମ୍‌ ୱାଙ୍ଗଚୁକ୍‌ଙ୍କ ଉପରେ ଆଧାରିତ ଥିଲା। ମାର୍ଚ୍ଚ ୬ ରୁ ୱାଙ୍ଗଚୁକ୍‌ ଅନଶନରେ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ

ନୂଆଦିଲ୍ଲୀ,୨୪।୩: କେରଳ ବିଧାନସଭାରେ ଗୃହୀତ ୪ ବିଲ୍‌କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି। କେରଳର ସିପିଆଇ(ଏମ୍‌) ନେତୃତ୍ୱାଧୀନ ଏଲ୍‌ଡିଏଫ୍‌ ସରକାର ଏହି ମାମଲାରେ କେନ୍ଦ୍ର ସରକାର,...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଜର୍ମାନୀର ବୟାନକୁ ତୀବ୍ର ବିରୋଧ କଲା ଭାରତ

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଜର୍ମାନୀର ବିଦେଶ ମନ୍ତ୍ରଣାଳୟ ବୟାନ ଦେଇଥିଲା। ଏହାକୁ କଡ଼ା ଭାଷାରେ ବିରୋଧ କରିଛି ଭାରତ। ଜର୍ମାନୀର ବୟାନ ଦେଶର ଆଭ୍ୟନ୍ତରୀଣ ପ୍ରସଙ୍ଗରେ ଏକ ଖୋଲା ହସ୍ତକ୍ଷେପ ବୋଲି ଭାରତ କହିଛି।...

କେଜ୍‌ରିଓ୍ବାଲଙ୍କୁ ଛାଡ଼ିବାକୁ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ!

ନୂଆଦିଲ୍ଲୀ,୨୩।୩: ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ରିମାଣ୍ଡରେ ପଠାଯାଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିପାରେ। କାରଣ ତାଙ୍କୁ ପଦରୁ ହଟାଇବା ଲାଗି ଦିଲ୍ଲୀ ହାଇକୋର୍ଟରେ ଏକ ଯାଚିକା ଦାୟର କରାଯାଇଛି। ଦିଲ୍ଲୀର ସୁରଜିତ ସିଂ...

‘କ୍ଷମତାର ଅହଙ୍କାର ଯୋଗୁ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଇଛନ୍ତି ମୋଦି’

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ପରେ ତାଙ୍କ ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ମୋଦିଙ୍କ ଅହଙ୍କାର...

ୟୁଟ୍ୟୁବର ଏଲଭିଶଙ୍କୁ ଜାମିନ

ନୂଆଦିଲ୍ଲୀ,୨୨।୩: ପ୍ରସିଦ୍ଧ ୟୁଟ୍ୟୁବର୍‌ ଏବଂ ବିଗ ବସ ଓଟିଟି ୨ ବିଜେତା ଏଲଭିଶ ଯାଦବଙ୍କୁ ମିଳିଛି ଜାମିନ। ରେଭ ପାର୍ଟିରେ ସାପ ବିଷ ମଗାଇବା ମାମଲାରେ ତାଙ୍କୁ ମାର୍ଚ୍ଚ ୧୭ ରେ ଗିରଫ କରାଯାଇଥିଲା। ଏବେ ସେ କୋର୍ଟରୁ ଜାମିନ...

କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା, PIB ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପିଆଇବିର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକୋ ଲଗାଇଛନ୍ତି ସୁପ୍ରିମକୋର୍ଟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଗୁରୁବାର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌(ଏଫ୍‌ସିୟୁ) ଉପରେ ରୋକ ଲଗାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri