Tag Archives: National

୧୫ ସେକେଣ୍ଡ ପାଇଁ ପୋଲିସ ହଟାଇ ଦିଅ…ଓଓ୍ବାଇସିଙ୍କୁ ଖୁଲମ୍‌ଖୁଲା ଧମକ ଦେଲେ ଭାଜପା ନେତା

ନୂଆଦିଲ୍ଲୀ,୯।୫: ଭାରତୀୟ ଜନତା ପାର୍ଟି (ଭାଜପା) ନିଜର ସମସ୍ତ ଶକ୍ତି ବ୍ୟବହାର କରି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ହାଇଦ୍ରାବାଦ ଗଡ଼କୁ ଭାଙ୍ଗି ଦେଇଛି। ମହାରାଷ୍ଟ୍ରର ଅମରାବତୀରୁ ଭାଜପା ଏମ୍‌ପି ତଥା ଭାଜପା ପ୍ରାର୍ଥୀ ମାଧବୀ ଲତାଙ୍କ ସମର୍ଥନରେ ପ୍ରଚାର କରିବାକୁ…

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି ତାଙ୍କୁ ଉତ୍ତରାଧିକାରୀ କରିବା ନିଷ୍ପତ୍ତି ମଧ୍ୟ ପ୍ରତ୍ୟାହାର କରିନେଇଛନ୍ତି। ଏହାକୁ ନେଇ ରାଜନୀତି…

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏହି ବାର୍ତ୍ତାରେ ସେ ଶାସକ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ ଭେଟିଥିଲେ,…

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ ଆଦେଶ…

ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଝାଡ଼ଖଣ୍ଡ କଂଗ୍ରେସର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଆକାଉଣ୍ଟକୁ ବ୍ୟାନ୍‌ କରିଦିଆଯାଇଛି। ତେବେ ନକଲି ଭିଡିଓ ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାପରେ ସୋସିଆଲ…

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ ଏହି ଆସନରେ ଲଢ଼ିପାରନ୍ତି ବୋଲି କୁହାଯାଉଥିଲେ ହେଁ ସେଭଳି କିଛି ସଙ୍କେତ ମିଳିନାହିଁ। ସେ…

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍‌ ଶୋ’ କରିବେ। ସେ…

ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ କାର୍ଯ୍ୟକାଳ…

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ ହୋଇଛି। ଏମିତିରେ ଶିବସେନା ନେତା ଏବଂ ଏମ୍‌ପି ସଞ୍ଜୟ ରାଉତ ପୁଣି ଥରେ ପ୍ରଧାନମନ୍ତ୍ରୀ…

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା…

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି, ଯାହାକି କଂଗ୍ରେସ ପାଇଁ ସର୍‌ପ୍ରାଇଜ୍‌ ଭଳି ହେବ। କୁହାଯାଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?