ଭାଜପାର ୧୯୫ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି କେବଳ ଜଣେ ମୁସଲମାନ ନେତା, ଜାଣନ୍ତୁ ଅବଦୁଲ୍ ସଲାମ କିଏ?
ନୂଆଦିଲ୍ଲୀ,୩।୩: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାର ଲୋକ ସଭା ନିର୍ବାଚନ ପାଇଁ ୧୯୫ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଉକ୍ତ ତାଲିକାରେ ଭାଜପା କେବଳ ଜଣେ ମୁସଲମାନଙ୍କୁ ଟିକେଟ ଦେଇଛି। ସେ ହେଲେ ଅବଦୁଲ ସଲାମ। କାଲିକଟ ବିଶ୍ୱବିଦ୍ୟାଳୟର ପୂର୍ବତନ…
ଏନ୍ଡିଏରେ ସାମିଲ ହେଲା ଆର୍ଏଲ୍ଡି, ନଡ୍ଡା-ଶାହାଙ୍କୁ ଭେଟିବା ପରେ ଆଧିକାରୀକ ଘୋଷଣା କଲେ ଜୟନ୍ତ
ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଲୋକଦଳ(ଆର୍ଏଲ୍ଡି) ଆଧିକାରୀକ ଭାବେ ଏନ୍ଡିଏରେ ସାମିଲ ହୋଇଛି। ଏନେଇ ଦଳର ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ ଘୋଷଣା କରିଛନ୍ତି। ତେବେ ଶନିବାର ଜୟନ୍ତ ଦିଲ୍ଲୀରେ ଭାଜପା ଅଧ୍ୟକ୍ଷ ଜେ ପି ନଡ୍ଡା ଏବଂ ଗୃହ…
ଅନୁଚ୍ଛେଦ ୨୧ ସମ୍ବିଧାନର ଆତ୍ମା
ନୂଆଦିଲ୍ଲୀ,୩।୩(ପି.ଟି.): ନାଗରିକମାନଙ୍କ ସ୍ବାଧୀନତା ସର୍ବୋପରି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଅନୁଚ୍ଛେଦ ୨୧ ସମ୍ବିଧାନର ଆତ୍ମା ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏ ସମ୍ପର୍କିତ ମାମଲାରେ ହାଇକୋର୍ଟ ତ୍ୱରିତ୍ ନିଷ୍ପତ୍ତି ନେଇ ଜଣେ ବ୍ୟକ୍ତିଙ୍କୁ ତାଙ୍କର ମୂଲ୍ୟବାନ ଅଧିକାରରୁ ବଞ୍ଚିତ କରିପାରିବେ ନାହିଁ ବୋଲି ଜଷ୍ଟିସ୍…
ସୁଖୁ ସରକାରଙ୍କ ଅଡ଼ୁଆ ବଢ଼ାଇଲେ ବିକ୍ରମାଦିତ୍ୟ
ଶିମଲା,୩।୩: ହିମାଚଳପ୍ରଦେଶ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ ନିଜ ଫେସ୍ବୁକ ବାୟୋରୁ ସରକାରୀ ପଦବୀ ହଟାଇଦେଇ ପୁଣି ଥରେ କଂଗ୍ରେସ ନେତୃତ୍ୱ ପାଇଁ ଅଡ଼ୁଆ ସୃଷ୍ଟି କରିଛନ୍ତି। ପୂର୍ବରୁ ବିକ୍ରମାଦିତ୍ୟଙ୍କ ଫେସ୍ବୁକ୍ ବାୟୋରେ ପିଡବ୍ଲ୍ୟୁଡି ମନ୍ତ୍ରୀ ଏବଂ ଭାରତୀୟ ଜାତୀୟ କଂଗ୍ରେସ ସଦସ୍ୟ…
ହଟାଇଥିବା ଭାରତୀୟ ଆପ୍କୁ ରିଷ୍ଟୋର୍ କଲା ଗୁଗଲ୍
ନୂଆଦିଲ୍ଲୀ, ୩।୩: ଶୁକ୍ରବାର ଗୁଗଲ୍ ପକ୍ଷରୁ କିଛି ଭାରତୀୟ ମୋବାଇଲ ଆପ୍ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ସେଗୁଡ଼ିକୁ ପ୍ଲେ ଷ୍ଟୋରରୁ ହଟାଇ ଦିଆଯାଇଥିଲା। ତେବେ ଏନେଇ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ହସ୍ତକ୍ଷେପ ପରେ ଗୁଗଲ୍ ନିଷ୍ପତ୍ତି ବଦଳାଇଛି। ଶନିବାର ଏନେଇ…
ଆମେରିକାରେ ଭାରତୀୟ ନୃତ୍ୟଶିଳ୍ପୀଙ୍କୁ ଗୁଳିକରି ହତ୍ୟା, ମୋଦିଙ୍କୁ ଗୁହାରି କଲେ ‘ଗୋପି ବୋହୂ’
ନୂଆଦିଲ୍ଲୀ,୨।୩: ଆମେରିକାରେ ପୁଣି ଜଣେ ଭାରତୀୟଙ୍କୁ ଗୁଳିକରି ହତ୍ୟା। କୋଲକାତାର ଭରତନାଟ୍ୟମ ଓ କୁଚିପୁଡି ଡ୍ୟାନ୍ସର ଅମରନାଥ ଘୋଷଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏନେଇ ଲୋକପ୍ରିୟ ଟେଲି ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଜୀ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଅମରନାଥ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ପହଞ୍ଚିଲେ ମମତା ବାନାର୍ଜୀ
କୋଲକାତା,୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ପ୍ରମୁଖ ମମତା ବାନାର୍ଜୀ। ମୋଦି ଏବେ ପଶ୍ଚିମବଙ୍ଗ ଗସ୍ତରେ ଥିବା ବେଳେ ମୋଦି ତାଙ୍କୁ ଶୁକ୍ରବାର ରାଜଭବନରେ ଭେଟିଛନ୍ତି। ଗୋଟିଏ ପଟେ ସନ୍ଦେଶଖାଲି ଘଟଣାକୁ ନେଇ ଭାଜପା ଟିଏମ୍ସିକୁ…
ନିର୍ବାଚନ ପୂର୍ବରୁ ମମତାଙ୍କୁ ଲାଗିପାରେ ବଡ଼ ଝଟ୍କା, ନିକଟତମ ନେତା କୁନାଲ ଘୋଷ ଦଳ ଛାଡ଼ିବା ନେଇ ଚର୍ଚ୍ଚା
କୋଲକାତା,୧।୩: ଯଦି ୨୦୨୪ ଲୋକ ସଭା ନିର୍ବାଚନର ଠିକ୍ ପୂର୍ବରୁ ଟିଏମ୍ସି ନେତା କୁନାଲ ଘୋଷ ଦଳ ଛାଡ଼ିବା ନେଇ ଘୋଷଣା କରନ୍ତି ତେବେ ମମତା ବାନାର୍ଜୀଙ୍କ ଲାଗି ଏହା ବଡ଼ ଝଟ୍କା ହେବ। ଗୋଟିଏ ପଟେ ଅନ୍ୟ ରାଜନୈତିକ ଦଳ…
ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍ଙ୍କୁ ଚାଇନା ଭାଷାରେ ଶୁଭେଚ୍ଛା ଜଣାଇଲା ଭାଜପା
ନୂଆଦିଲ୍ଲୀ,୧।୩: ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ଙ୍କୁ ତାଙ୍କ ଜନ୍ମଦିନରେ ନିଆରା ରାଜନୈତିକ ବଧେଇ ଜଣାଇଛି ଭାଜପା। କିଛି ଦିନ ପୂର୍ବେ ଇସ୍ରୋକୁ ଏକ ମିଶନର ଶୁଭେଚ୍ଛା ଦେବାକୁ ଯାଇ ଡିଏମ୍କେ ନେତା ଭାରତର ରକେଟରେ ଚାଇନା ପତାକାର ବ୍ୟବହାର କରିଥିଲେ। ଏହାକୁ…
ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ
କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ କରାଯାଇଛି।…
ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ‘ପତଞ୍ଜଳି’କୁ ଅଦାଲତ ଅବମାନନା ନୋଟିସ୍
ନୂଆଦିଲ୍ଲୀ,୨୭।୨: ଯୋଗଗୁରୁ ରାମଦେବଙ୍କ ଅଡ଼ୁଆ ବଢ଼ିଛି। ପତଞ୍ଜଳି ଆୟୁର୍ବେଦ ଏବଂ ଏହାର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ସୁପ୍ରିମକୋର୍ଟ ମଙ୍ଗଳବାର ଅଦାଲତ ଅବମାନନା ନୋଟିସ ଜାରି କରିଛନ୍ତି। ପୂର୍ବରୁ ଉତ୍ପାଦଗୁଡ଼ିକ ଉପରେ ବିଭ୍ରାନ୍ତିକର ବିଜ୍ଞାପନ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।…
ନିର୍ବାଚିତ ସରକାରଙ୍କୁ ଭୟଭୀତ କରାଇ ଭାଙ୍ଗିବା କେଉଁ ପ୍ରକାରର ଗଣତନ୍ତ୍ର: ଖାର୍ଗେ
ନୂଆଦିଲ୍ଲୀ,୨୭।୨: ହିମାଚଳ ପ୍ରଦେଶରେ ଯାହା କରାଯାଇଛି ତାହା ଠିକ୍ ନୁହେଁ। ଯଦି କେନ୍ଦ୍ର ସରକାର ନିର୍ବାଚିତ ସରକାରଙ୍କୁ ଭାଙ୍ଗିବାର କାର୍ଯ୍ୟ କରନ୍ତି ତେବେ ଏହା କି ପ୍ରକାର ଗଣତନ୍ତ୍ର? ଏହାପୂର୍ବରୁ ମଧ୍ୟପ୍ରଦେଶ, କର୍ନାଟକ, ମଣିପୁର, ଗୋଆରେ ମଧ୍ୟ ସମାନ ଘଟଣା ଘଟିଥିଲା।…
Archives


