ଆଗକୁ ଭାଜପାରେ ଶିବରାଜଙ୍କ ଭବିଷ୍ୟତ କ’ଣ? ଦିଲ୍ଲୀ ଯିବେ ନା ରାଜଭବନ ସେନେଇ …
ଭୋପାଳ,୧୨।୧୨: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ନାମକୁ ନେଇ ଘୋଷଣା ହୋଇଛି। ୩ ଥର ବିଧାୟକ ରହିଥିବା ମୋହନ ଯାଦବଙ୍କୁ ସର୍ବସମ୍ମତିକ୍ରମେ ଭାଜପା ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ଶିବରାଜ ସିଂ ଚୌହ୍ବାନ ମଧ୍ୟ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା…
ମାୟାବତୀ ଘୋଷଣା କଲେ ନିଜର ଉତ୍ତରାଧିକାରୀ, ଜାଣନ୍ତୁ ଆକାଶ ଆନନ୍ଦ କିଏ…
ଲକ୍ଷ୍ନୌ,୧୦।୧୨: ବହୁଜନ ସମାଜ ପାର୍ଟି(ବିଏସ୍ପି) ସୁପ୍ରିମୋ ମାୟାବତୀ ରବିବାର ଦଳର ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ତାଙ୍କ ପରେ ପୁତୁରା ଆକାଶ ଆନନ୍ଦ ହିଁ ଦଳର ଦାୟିତ୍ୱ ନେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ତେବେ ଆକାଶ ଏବେ ବିଏସ୍ପିର ଜାତୀୟ ସଂଯୋଜକ…
କର୍ନି ସେନା ଅଧ୍ୟକ୍ଷଙ୍କୁ ଘରେ ପଶି ହତ୍ୟା ଘଟଣା: ଧରାପଡ଼ିଲେ ୨ ଶୁଟର୍ ସମେତ ୩ ଅଭିଯୁକ୍ତ
ଜୟପୁର,୧୦।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂହ ଗୋଗମେଦିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାରେ ଦିଲ୍ଲୀ ଏବଂ ରାଜସ୍ଥାନ ପୋଲିସ ଚଣ୍ଡିଗଡ଼ର ଏକ ହୋଟେଲରୁ ୨ଜଣ ଶୁଟର୍ଙ୍କ ସମେତ ୩ ଜଣଙ୍କୁ ଗିରଫ…
କିଏ ସେ ମହୁଆ ମୋଇତ୍ର? ବ୍ୟାଙ୍କିଂ କ୍ୟାରିୟର ଛାଡ଼ି ଆସିଥିଲେ ରାଜନୀତିକୁ; ଭାଜପାକୁ କଟାକ୍ଷ କରି ରହୁଥିଲେ ଚର୍ଚ୍ଚାରେ; ଏବେ ହେଲେ ବହିଷ୍କୃତ…
ନୂଆଦିଲ୍ଲୀ,୯।୧୨: ପାର୍ଲାମେଣ୍ଟରେ ପ୍ରଶ୍ନ ପଚାରିବା ଲାଗି ଲାଞ୍ଚ ନେବା ଅଭିଯୋଗ ଉପରେ ଏଥିକ୍ସ କମିଟି ରିପୋର୍ଟ ଆଧାରରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ଏହାକୁ ନେଇ ସେ ଚର୍ଚ୍ଚାରେ ରହିଥିବା ବେଳେ ଆସନ୍ତୁ ତାଙ୍କ ରାଜନୈତିକ…
ଆଜି ମୋତେ ବହିଷ୍କୃତ କଲେ, କାଲି ମୋ’ ଘରକୁ ସିବିଆଇ ଆସିବ: ମହୁଆ
ନୂଆଦିଲ୍ଲୀ,୮।୧୨: ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରା ଲୋକ ସଭାରୁ ବହିଷ୍କୃତ ହୋଇଛନ୍ତି। ଶୁକ୍ରବାର ଏଥିକ୍ସ କମିଟିର ଯାଞ୍ଚରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ତେବେ ତାଙ୍କ ଉପରେ ଟଙ୍କା ନେଇ ସଂସଦରେ ପ୍ରଶ୍ନ…
ଭାଜପା ୫୦ ଆସନରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ, ଏବେ କଥା ରଖିବେ କଂଗ୍ରେସ ବିଧାୟକ
ଭୋପାଳ,୫।୧୨: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୫୦ ସିଟ୍ରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ କଂଗ୍ରେସ ବିଧାୟକ ଫୁଲ ସିଂ ବରେୟା। ଏବେ ତାହା ହୋଇଥିବା ଯୋଗୁ ସେ ତାଙ୍କର ପ୍ରତିଜ୍ଞାକୁ ପାଳନ କରିବେ ବୋଲି କହି ଚର୍ଚ୍ଚାକୁ ଆସିଛନ୍ତି।…
ରାଜ୍ୟବାସୀଙ୍କ ଆଶୀର୍ବାଦ ଯୋଗୁ ମଧ୍ୟପ୍ରଦେଶରେ ସରକାର ଗଢ଼ିବାକୁ ଯାଉଛି ଭାଜପା: ଶିବରାଜ
ଭୋପାଳ,୩।୧୨: ରବିବାର ଦେଶର ୪ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆସିବ। ଏହାକୁ ନେଇ ଭୋଟଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣନା ଅନୁଯାୟୀ ମଧ୍ୟପ୍ରଦେଶରେ ଭାଜପା ବହୁମତ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଦଳ ୧୧୪ରୁ ଅଧିକ ଆସନରେ ଆଗୁଆ…
Election Result 2023: ମଧ୍ୟପ୍ରଦେଶ-ରାଜସ୍ଥାନରେ ଭାଜପା, ତେଲଙ୍ଗାନା-ଛତିଶଗଡ଼ରେ ଆସିପାରେ କଂଗ୍ରେସ
ନୂଆଦିଲ୍ଲୀ,୩।୧୨: ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି ଜନାଦେଶ। ରବିବାର ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଏବଂ ତେଲଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆସିବ। ସକାଳ ୮ଟାରୁ ଭୋଟଗଣନା ଆରମ୍ଭ ହୋଇଥିବା ବେଳେ ତାଜା ଅପ୍ଡେଟ୍ ଅନୁଯାୟୀ ୨ ରାଜ୍ୟରେ ଭାଜପା ଏବଂ…
ଆଜି ଆସିବ ୪ ରାଜ୍ୟର ନିର୍ବାଚନ ଫଳାଫଳ: କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି
ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଏବଂ ତେଲଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ରବିବାର ଆସିବ। ଏନେଇ ସକାଳ ୮ଟାରୁ ଭୋଟଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟଗଣନା ହେଉଛି। ଏହି ୪ ରାଜ୍ୟର ଫଳାଫଳ ୨୦୨୪ ସାଧାରଣ ନିର୍ବାଚନରେ…
ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ‘ପନୌତି’ , ଏବେ ଜବାବରେ ରାହୁଲଙ୍କୁ ଭାଜପା କହିଲା ‘ଫ୍ୟୁଜ୍ ଟ୍ୟୁବଲାଇଟ୍’
ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ନିର୍ବାଚନୀ ସଭାରେ ‘ପନୌତି’ ବୋଲି କହିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଭାଜପା ଏବଂ କଂଗ୍ରେସ। ଉଭୟ ଦଳ ପୋଷ୍ଟର ମାଧ୍ୟମରେ ପରସ୍ପରକୁ କଟାକ୍ଷ କରିବାକୁ ପଛାଉ ନାହାନ୍ତି।…
ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍ ହୋଇ ଜଳୁଛି ବଗି
ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ସୁପରଫାଷ୍ଟ ଏକ୍ସପ୍ରେସ୍ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଉତ୍ତରପ୍ରଦେଶ ଇଟାଓ୍ବାର ସରାୟ ଭୂପତ ରେଳ ଷ୍ଟେଶନ ନିକଟରେ ଏକ୍ସପ୍ରେସ୍ର ୩ ବଗି ହୁତହୁତ୍ ହୋଇ ଜଳୁଛି। ଏନେଇ ଖବର ପାଇ ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚୁଛନ୍ତି। ତେବେ ଖବର…
Ayodhya Deepostav-2023: ଶ୍ରୀରାମଙ୍କ ନଗରୀ ଅଯୋଧ୍ୟାରେ ଆପଣ ବି ଜାଳି ପାରିବେ ନିଜ ନାମର ଦୀପ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା…
ଲକ୍ଷ୍ନୌ,୧୧।୧୧: ଚଳିତ ବର୍ଷ ଅଯୋଧ୍ୟାରେ ଜଳିବ ୧୪ ଲକ୍ଷ ଦୀପ। ଦୀପାବଳିକୁ ବେଶ ଭବ୍ୟ କରିବା ଲାଗି ଉତ୍ତର ପ୍ରଦେଶ ପର୍ଯ୍ୟଟନ ବିଭାଗ ଏଭଳି ପ୍ରସ୍ତୁତି କରି ବିଶ୍ୱ ରେକର୍ଡ କରିବାର ଯୋଜନା କରୁଛି। ତେବେ ଏହି କାର୍ଯ୍ୟକ୍ରମରେ ସାଧାରଣଲୋକେ ଘରେ…
Archives


