ଜାତୀୟ କୃମିନାଶକ ଦିବସରେ ରାଜ୍ୟର ୧୯ଟି ଜିଲାରେ ଔଷଧ ବଣ୍ଟନ ଭୁବନେଶ୍ୱର,୧୦ା୮: ଜାତୀୟ କୃମିନାଶକ ଦିବସ ପାଳନ ଅବସରରେ ଆଜି ରାଜ୍ୟର ୧୯ଟି ଜିଲାରେ କୃମିନାଶକ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଜିଲାଗୁଡ଼ିକରେ ୧ରୁ ୧୯ ବର୍ଷ ପର୍ଯ୍ୟନ୍ତ ବାଳକ, ବାଳିକା ଏବଂ ୨୦ରୁ ୨୪ ବର୍ଷ ପର୍ଯ୍ୟନ୍ତ...