‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର! ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…