ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର! ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ ‘ଅଏଲ ଇଣ୍ଡିଆ ଲିମିଟେଡ’ (OIL) କୁ ଆଣ୍ଡାମାନ ସମୁଦ୍ରର ଗଭୀର ଜଳଭାଗରେ ପ୍ରାକୃତିକ…