‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’ ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କପୁଣ୍ଡିସ୍ଥିତ ରୁରାଲ ଲାଇଭଲିହୁଡ ଟ୍ରେନିଂ ସେଣ୍ଟରରେ ଚାରି ଦିନିଆ ଇକୋ-ଭେଞ୍ଚର…