ଭଗବଦ୍ ଗୀତା, ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ, ପ୍ରଧାନମନ୍ତ୍ରୀ କହିଲେ ‘ଗର୍ବର ମୁହୂର୍ତ୍ତ’ ନୂଆଦିଲ୍ଲୀ ,୧୮।୪: ଭାରତର ସାଂସ୍କୃତିକ ଓ ଦାର୍ଶନିକ ଐତିହ୍ୟକୁ ଏକ ଐତିହାସିକ ସ୍ୱୀକୃତି ଭାବେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲଡ ରେଜିଷ୍ଟରରେ ସ୍ଥାନ ପାଇଛି। ଏହି ଘୋଷଣାକୁ ଦେଶ ପାଇଁ...